Masthead

ଗଭୀର ସମୁଦ୍ରରେ ବନ କର୍ମଚାରୀଙ୍କୁ ଜଳଦସ୍ୟୁଙ୍କ ଆକ୍ରମଣ

କେନ୍ଦ୍ରାପଡ଼ା(ବଡ଼ ଖବର ବ୍ୟୁରୋ): ଗଭୀର ସମୁଦ୍ରରେ ବନ କର୍ମଚାରୀଙ୍କୁ ଜଳଦସ୍ୟୁଙ୍କ ଆକ୍ରମଣ । ଗହୀରମଥା ସାମୁଦ୍ରିକ ଅଭୟାରଣ୍ୟ ଗଭୀର ସମୁଦ୍ରରେ ବନବିଭାଗର କର୍ମଚାରୀଙ୍କୁ ଜଳଦସ୍ୟୁ ମାନ ଆକ୍ରମଣର। ଗତକାଲି ବନବିଭାଗର ଏକ ଟିମ୍ ଗହୀରମଥା ସାମୁଦ୍ରିକ ଅଭୟାରଣ୍ୟରେ ବିରଳ ଅଲିଭି ରିଡ଼ଲେ କଇଁଛ ସୁରକ୍ଷା ପାଇଁ ପାଟ୍ରୋଲିଂ କରୁଥିବା ସମୟରେ ନିଷିଦ୍ଧାଳରେ ୧୫ ରୁ ୨୦ ଟି ଟ୍ରଲର ବେଆଇନ୍ ଭାବେ ମାଛ ମାରୁଥିଲେ ।

ପାଟ୍ରୋଲିଂ ଟିମ୍ ସେମାନଙ୍କୁ ଘଉଡ଼ାଇବାକୁ ଉଦ୍ୟମ କରିଥିଲେ ମାତ୍ର ଟ୍ରଲର ଗୁଡ଼ିକ ସଂଘବଦ୍ଧ ହୋଇ ପାଟ୍ରୋଲିଂକୁ ଘେରି ଯିବା ସହ ଆକ୍ରମଣ କରିଥିଲେ । ଏହି ସମୟରେ ବନବିଭାଗର କର୍ମଚାରୀ ଧାମରା ସାମୁଦ୍ରିକ ଥାନାକୁ ଖବର ଦେବା ସହ ନିଜେ ଧରିଥିବା ବନ୍ଧୁକ ଦେଖାଇ ସେଠାରୁ ଖସି ଆସିବାରେ ସକ୍ଷମ ହୋଇଛନ୍ତି । ଏହି ଘଟଣା ପରେ ବନବିଭାଗ ତରଫରୁ ଟ୍ରଲର ମାଫିଆଙ୍କ ନାମରେ ଧାମରା ସାମୁଦ୍ରିକ ଥାନାରେ ଏତଲା ଦିଆଯାଇଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ବରିଷ୍ଠ କଂଗ୍ରେସ ନେତା ଶିବରାଜ ପାଟିଲଙ୍କ ଦେହାନ୍ତ 🔴 ଶୀତରୁ ନିସ୍ତାର ନାହିଁ 🔴 ରାସ୍ତା କଡ଼ରେ ଫିଙ୍ଗିଦେଲେ ସରକାରୀ ଔଷଧ 🔴 ବିଳମ୍ବିତ ରାତିରେ ଅନୁଗୁଳରେ ଗୁଳିମାଡ଼ 🔴 ଭୁବନେଶ୍ୱରରୁ ୮ଟି ବିମାନ ବାତିଲ 🔴 ରାଜ୍ୟରେ ଅସମ୍ଭାଳ ଜାଡ଼ 🔴 ମିଳିଲା ରାଖେଲଗୁଡ଼ା ମହିଳାଙ୍କ କଟାମୁଣ୍ଡ 🔴 ଆନ୍ଦୋଳନରୁ ହଟିଲେ ପ୍ରାଥମିକ ଶିକ୍ଷକ 🔴 ରାଜ୍ୟରେ ଆହୁରି ବଢ଼ିବ ଥଣ୍ଡା 🔴 ସରିଲା ବିଧାନସଭା ଶୀତକାଳୀନ ଅଧିବେଶନ 🔴 ବରିଷ୍ଠ କଂଗ୍ରେସ ନେତା ଶିବରାଜ ପାଟିଲଙ୍କ ଦେହାନ୍ତ 🔴 ଶୀତରୁ ନିସ୍ତାର ନାହିଁ 🔴 ରାସ୍ତା କଡ଼ରେ ଫିଙ୍ଗିଦେଲେ ସରକାରୀ ଔଷଧ 🔴 ବିଳମ୍ବିତ ରାତିରେ ଅନୁଗୁଳରେ ଗୁଳିମାଡ଼ 🔴 ଭୁବନେଶ୍ୱରରୁ ୮ଟି ବିମାନ ବାତିଲ 🔴 ରାଜ୍ୟରେ ଅସମ୍ଭାଳ ଜାଡ଼ 🔴 ମିଳିଲା ରାଖେଲଗୁଡ଼ା ମହିଳାଙ୍କ କଟାମୁଣ୍ଡ 🔴 ଆନ୍ଦୋଳନରୁ ହଟିଲେ ପ୍ରାଥମିକ ଶିକ୍ଷକ 🔴 ରାଜ୍ୟରେ ଆହୁରି ବଢ଼ିବ ଥଣ୍ଡା 🔴 ସରିଲା ବିଧାନସଭା ଶୀତକାଳୀନ ଅଧିବେଶନ