Masthead

ଗାଜାର ଶରଣାର୍ଥୀ କ୍ୟାମ୍ପ ଉପରେ ଆକ୍ରମଣ, ୬୮ ଜଣଙ୍କ ମୃତ୍ୟୁ

ନୂଆଦିଲ୍ଲୀ (ବଡ଼ ଖବର ବ୍ୟୁରୋ): ଗାଜାର ଶରଣାର୍ଥୀ କ୍ୟାମ୍ପ ଉପରେ ଇସ୍ରାଏଲର ଆକ୍ରମଣ । ଇସ୍ରାଏଲର ଏୟାରଷ୍ଟ୍ରାଇକରେ ୬୮ ଜଣଙ୍କ ମୃତ୍ୟୁ । ମୃତକଙ୍କ ମଧ୍ୟରେ ୧୨ ମହିଳା ଓ ୭ ଶିଶୁ ଥିବା ସୂଚନା । ଅଢ଼େଇ ଲକ୍ଷ ନାଗରିକ ବିସ୍ଥାପିତ ହୋଇଥିବା ସୂଚନା । ଗାଜାରେ ରହିଥିବା ସମସ୍ତ ଶରଣାର୍ଥୀଙ୍କ ଉପରେ ହଠାତ୍ ଆକ୍ରମଣ କରିଛି ଇସ୍ରାଏଲ ।

ତେବେ ଗାଜାର ଶରଣାର୍ଥୀ ବେସ୍ କ୍ୟାମ୍ପରେ ଇସ୍ରାଏଲ ଅଚାନକ ଏୟାରଷ୍ଟ୍ରାଇକ କରିଛି । ସେପଟେ ଉଭୟ ଦେଶ ମଧ୍ୟରେ ଚାଲିଥିବା ଯୁଦ୍ଧରେ ବର୍ତ୍ତମାନ ପର୍ୟ୍ୟନ୍ତ ପ୍ରାୟ ୨୦ ହଜାରରୁ ଅଧିକ ପାଲେଷ୍ଟାଇନ୍ ନାଗରିକ ପ୍ରାଣ ହରାଇ ସାରିଛନ୍ତି । ସେହିପରି ଅଢେଇ ଲକ୍ଷରୁ ଅଧକ ନାଗରିକ ବାସଗୃହ ଛାଡ଼ି ବିସ୍ଥାପିତ ହେବାକୁ ବାଧ୍ୟ ହୋଇଛନ୍ତି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ