Masthead

ସାମ୍ବାଦିକଙ୍କୁ ଆକ୍ରମଣ, ଅଭିଯୁକ୍ତ ଥାନାରେ ଅଟକ

ବିଂଝାରପୁର (ବଡ଼ ଖବର ବ୍ୟୁରୋ):ସାମ୍ବାଦିକଙ୍କୁ ମରଣାତ୍ମକ ଆକ୍ରମଣ । ଏଭଳି ଘଟଣା ଦେଖିବାକୁ ମିଳିଛି ବିଂଝାରପୁର ଅଂଚଳରେ । ଏନେଇ ଥାନାରେ ଲିଖିତ ଅଭିଯୋଗ କରିଥିଲେ ଆକ୍ରମଣର ଶିକାର ହୋଇଥିବା ସାମ୍ବାଦିକ ଶଙ୍କରସଣ ସାମଲ । ଥାନାରେ ଲିଖିତ ଅଭିଯୋଗ ପରେ ଆକ୍ରମଣକାରୀକୁ ଅଟକ ରଖିଛି ବିଂଝାରପୁର ପୋଲିସ । ଶଙ୍କରସଣଙ୍କୁ ଏକ ଧାରୁଆ ଅସ୍ତ୍ର ସାହାଯ୍ୟରେ ଆକ୍ରମଣ ହୋଇଛି । ଯାହା ଫଳରେ ଶଙ୍କରସଣଙ୍କ ହାତରେ ଗଭୀର ଆଘାତ ଲାଗିଛି ।

 

 

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଇରାନର କ୍ରାଉନ୍ ଜୁଏଲ୍ ଖାର୍ଗ ଦ୍ବୀପରେ ଆମେରିକାର ଆକ୍ରମଣ 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 108 ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ 🔴 ମଧ୍ୟପ୍ରାଚ୍ୟରେ ଯୁଦ୍ଧ, ଓଡ଼ିଆଙ୍କ ଫେରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ 🔴 ଶେରଗଡ ଘଟଣାକୁ ନେଇ ହୁଲୁସ୍ତୁଲ ହୋଇପାରେ ଗୃହ 🔴 ଇରାନର କ୍ରାଉନ୍ ଜୁଏଲ୍ ଖାର୍ଗ ଦ୍ବୀପରେ ଆମେରିକାର ଆକ୍ରମଣ 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 108 ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ 🔴 ମଧ୍ୟପ୍ରାଚ୍ୟରେ ଯୁଦ୍ଧ, ଓଡ଼ିଆଙ୍କ ଫେରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ 🔴 ଶେରଗଡ ଘଟଣାକୁ ନେଇ ହୁଲୁସ୍ତୁଲ ହୋଇପାରେ ଗୃହ