ଲେଡିଜ ହଷ୍ଟେଲରେ ଆକ୍ରମଣ ୩ ଅଟକ

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ):  ନୟାପଲୀ ଲେଡିଜ ହଷ୍ଟେଲରେ ଦୁର୍ବୃତ୍ତଙ୍କ ଆକ୍ରମଣ ଘଟଣାରେ ୩ ଅଭିଯୁକ୍ତ ଅଟକ । ତିନି ଅଭିଯୁକ୍ତଙ୍କୁ ଅଟକ ରଖିଲା ନୟାପଲ୍ଲୀ ଥାନା ପୋଲିସ । ଗତ ଶୁକ୍ରବାର ବିଳମ୍ବିତ ରାତିରେ ନୟାପଲ୍ଳୀ ଲେଡିଜ ହଷ୍ଟେଲକୁ ପଟଥର ମାଡ କରିଥିଲେ ରୋଡ ରୋମିଓ । ସିସିଟିଭି ଫୁଟେଜ ଦେଖିବା ପରେ ଆକ୍ସନ ମୋଡ଼ରେ ପୋଲିସ । ଯୁବତୀଙ୍କୁ ଅଶ୍ଳୀଳ ବ୍ୟବହାର କରିବା ସହ ପଥର ମାଡ଼ ମାରିଥିଲେ ଅଭିଯୁକ୍ତ । ତେବେ ଆଜି ଅଭିଯୁକ୍ତମାନଙ୍କୁ ଚିହ୍ନଟ କରି ସେମାନଙ୍କୁ କୋର୍ଟ ଚାଲାଣ କରାଯିବ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଗଞ୍ଜାମ ଯିବେ ମୁଖ୍ୟମନ୍ତ୍ରୀ 🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଗଞ୍ଜାମ ଯିବେ ମୁଖ୍ୟମନ୍ତ୍ରୀ 🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ