Masthead

ବିଧାୟକଙ୍କ ଗାଡି ଉପରେ ଆକ୍ରମଣ

ନିମାପଡ଼ା (ବଡ଼ ଖବର ବ୍ୟୁରୋ): ବୈଠକ ସାରି ଫେରୁଥିବା ବେଳେ ବିଜେପି କର୍ମୀଙ୍କ ଆକ୍ରମଣ । ପିପିଲି ବିଧାୟକ ରୁଦ୍ର ମହାରଥୀଙ୍କଗାଡି ଉପରକୁ ଆକ୍ରମଣ ହୋଇଥିବା ସୂଚନା । ନିର୍ବାଚନ ପୂର୍ବରୁ ନିମାପଡ଼ାରେ ଦେଖାଦେଇଛି ନିର୍ବାଚନୀ ହିଂସା । ସାମ୍ବାଦିକ ସମ୍ମିଳନୀ କରି ଅଭିଯୋଗ ଆଣିଲେ ରୁଦ୍ର ମହାରଥୀଙ୍କ ସହ ବିଜେଡିର ବରିଷ୍ଠ ନେତା । ନିମାପଡ଼ା ନିର୍ବାଚନମଣ୍ଡଳିର ସ୍ୱତନ୍ତ୍ର ପର୍ଯ୍ୟବେକ୍ଷକ ତଥା ପିପିଲି ବିଧାୟକ ରୁଦ୍ର ମହାରଥୀ ତମ୍ପାଲୋ ପଞ୍ଚାୟତରେ ସାଂଗଠନିକ ବୈଠକ ସାରି ଫେରୁଥିବା ବେଳେ ତେରୁଣ୍ଡିଆ ମଠସାହି ଠାରେ ତାଙ୍କ ଗାଡି ଉପରେ ବିଜେପି କର୍ମୀ ମାନେ ଆକ୍ରମଣ କରିଥିବା ଅଭିଯୋଗ କରାଯାଇଛି ।

ଏହି ଆକ୍ରମଣରେ ବିଧାୟକଙ୍କ ଗାଡ଼ି କ୍ଷତିଗ୍ରସ୍ତ ହୋଇଥିବା ବେଳେ ବିଧାୟକ, ଗାଡ଼ି ଡ୍ରାଇଭର ଏବଂ ତାଙ୍କର କେତେ ଜଣ ସମର୍ଥକ ଅଳ୍ପକେ ବର୍ତ୍ତି ଯାଇଛନ୍ତି । ଏନେଇ ଥାନାରେ ଅଭିଯୋଗ ପରେ ଦୁଇ ଜଣ ବିଜେପି କର୍ମୀଙ୍କୁ ଗିରଫ କରିଛି ପୋଲିସ । ଏହା ବିଜେପି ବିଧାୟକ ପ୍ରାର୍ଥୀ ପ୍ରଭାତୀ ପରିଡାଙ୍କ ନିଜ ଅଞ୍ଚଳ, ତାଙ୍କ ନିର୍ଦ୍ଦେଶରେ ହିଁ ଏହି ଆକ୍ରମଣ କରାଯାଇଥିବା ସାମ୍ବାଦିକ ସମ୍ମିଳନୀ କରି ଅଭିଯୋଗ ଆଣିଛି ବିଜେଡି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଦୁଇ ଭାଇଙ୍କୁ ଧାରୁଆ ଅସ୍ତ୍ରରେ ମରଣାନ୍ତକ ଆକ୍ରମଣ 🔴 ଦ୍ଵିତୀୟ ଦିନରେ ସରଗରମ ହୋଇପାରେ ଗୃହ 🔴 ହର୍ମୁଜ ପ୍ରଣାଳୀ ଅବରୋଧ କଲେ ୨୦ ଗୁଣ ଅଧିକ କାର୍ଯ୍ୟାନୁଷ୍ଠାନ 🔴 ଟ୍ରମ୍ପଙ୍କ ବଡ ଘୋଷଣା, ଦୁର୍ବଳ ହୋଇ ପଡିଛି … 🔴 ମୋଜତାବ ଖାମେନେଇ ଇରାନର ନୂଆ ସୁପ୍ରିମ ଲିଡର୍ 🔴 ଆଇସକ୍ରିମ ଫ୍ୟାକ୍ଟ୍ରିରେ ବ୍ଲାଷ୍ଟ, ଜଣେ ମୃତ 🔴 ସାଉଦିରେ ଇରାନର ମିସାଇଲ ଆକ୍ରମଣ, ଜଣେ ଭାରତୀୟଙ୍କ ସମେତ ୨ ମୃତ 🔴 ପୁଣି ସରଗରମ ହେବ ବିଧାନସଭା 🔴 ଦୁବାଇରେ ପୁଣି ଆଟାକ୍ କଲା ଇରାନ 🔴 ତହସିଲଦାର ଓ ଆରଆଇଙ୍କ ବିରୋଧରେ ଚିଠି 🔴 ଦୁଇ ଭାଇଙ୍କୁ ଧାରୁଆ ଅସ୍ତ୍ରରେ ମରଣାନ୍ତକ ଆକ୍ରମଣ 🔴 ଦ୍ଵିତୀୟ ଦିନରେ ସରଗରମ ହୋଇପାରେ ଗୃହ 🔴 ହର୍ମୁଜ ପ୍ରଣାଳୀ ଅବରୋଧ କଲେ ୨୦ ଗୁଣ ଅଧିକ କାର୍ଯ୍ୟାନୁଷ୍ଠାନ 🔴 ଟ୍ରମ୍ପଙ୍କ ବଡ ଘୋଷଣା, ଦୁର୍ବଳ ହୋଇ ପଡିଛି … 🔴 ମୋଜତାବ ଖାମେନେଇ ଇରାନର ନୂଆ ସୁପ୍ରିମ ଲିଡର୍ 🔴 ଆଇସକ୍ରିମ ଫ୍ୟାକ୍ଟ୍ରିରେ ବ୍ଲାଷ୍ଟ, ଜଣେ ମୃତ 🔴 ସାଉଦିରେ ଇରାନର ମିସାଇଲ ଆକ୍ରମଣ, ଜଣେ ଭାରତୀୟଙ୍କ ସମେତ ୨ ମୃତ 🔴 ପୁଣି ସରଗରମ ହେବ ବିଧାନସଭା 🔴 ଦୁବାଇରେ ପୁଣି ଆଟାକ୍ କଲା ଇରାନ 🔴 ତହସିଲଦାର ଓ ଆରଆଇଙ୍କ ବିରୋଧରେ ଚିଠି