Masthead

ଗୁଣି ସନ୍ଦେହରେ ଆକ୍ରମଣ

ରାୟଗଡା (ବଡ଼ ଖବର ବ୍ୟୁରୋ): ଅନ୍ଧବିଶ୍ୱାସର କୁପରିଣତି । ଗୁଣିଆ ସନ୍ଦେହରେ ପରିବାର ଉପରେ ସଙ୍ଘବଦ୍ଧ ଆକ୍ରମଣ । ଗାଁ ମଝିରେ ବସିଲା କଙ୍ଗାରୁ କୋର୍ଟ । ଖୁଣ୍ଟରେ ବାନ୍ଧି ନିସ୍ତୁକ ମାଡ଼ ।ଗାଁରୁ ଚାଲିଯିବାକୁ ଧମକ । ନଗଲେ ଶୋଇଥିବା ଅବସ୍ଥାରେ କିରୋସିନ ପକାଇ ଜୀବନ୍ତ ପୋଡି ମାରିଦେବାକୁ ଚେତାବନୀ । ଏଭଳି ଏକ ଅଭାବନୀୟ ଘଟଣା ଘଟିଛି ରାୟଗଡା ଜିଲ୍ଲା ଚାନ୍ଦିଲି ଥାନା ଜିଞ୍ଜିଲିବାଡି ଗାଁରେ ।

ଫଳରେ ରତିଅଧିଆ ଛୋଟଛୋଟ ୨ଟି ଶିଶୁଙ୍କୁ ଧରି ଗୋଟିଏ ପରିବାରର ୮ଜଣ ଛାଡିଦେଲେ ଗାଁ । ଏଭଳି ଏକ ଅଭାବନୀୟ ଘଟଣା ଘଟିଛି ରାୟଗଡ ଜିଲ୍ଲା ଚାନ୍ଦିଲି ଥାନା ଅନ୍ତର୍ଗତ ଜିଞ୍ଜିଲିବାଡି ଗାଁରେ । ବତ୍ତର୍ମାନ ଦୁଇଭାଇ ନିଖୋଜ ଥିବାବେଳେ ସମାଧାନ ପାଇଁ ପରିବାର ଲୋକେ ପ୍ରଶାସନର ଦ୍ୱାରସ୍ଥ ହୋଇଛନ୍ତି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ନାଳରେ ଭାସିଗଲେ ଦୁଇ କାଉଡ଼ିଆ 🔴 ୧୧ ଜିଲ୍ଲାରେ ପ୍ରବଳ ବର୍ଷା! 🔴 ପ୍ରସନ୍ନ ଯିବେ ବିଜେପି!, ଚର୍ଚ୍ଚା ବଢାଇଲା କେକ୍ 🔴 ବନ୍ୟା ପାଣିରେ ଭାସି ବୃଦ୍ଧ ନିଖୋଜ 🔴 ୨୪ ଘଣ୍ଟା ପ୍ରବଳ ବର୍ଷା 🔴 ମୋ ପାଇଁ ଛୁଆଙ୍କୁ ଲଗାଇଛନ୍ତି ନବୀନ: ଧର୍ମେନ୍ଦ୍ର ପ୍ରଧାନ 🔴 ବୈତରଣୀରେ ବଢ଼ୁଛି ପାଣି, ପୁଣି ଡରାଇଲା ବନ୍ୟା 🔴 ଓଡ଼ିଶା ଜଙ୍ଗଲରେ ଅସୁରକ୍ଷିତ କି ‘ବାଘ’? 🔴 ଲିଫ୍ଟ ମନା କରିବା ପଡ଼ିଲା ମହଙ୍ଗା 🔴 ଆଜି ସୃଷ୍ଟି ହେବ ଲଘୁଚାପ, ୧୧ ଯାଏଁ ପ୍ରବଳ ବର୍ଷା 🔴 ନାଳରେ ଭାସିଗଲେ ଦୁଇ କାଉଡ଼ିଆ 🔴 ୧୧ ଜିଲ୍ଲାରେ ପ୍ରବଳ ବର୍ଷା! 🔴 ପ୍ରସନ୍ନ ଯିବେ ବିଜେପି!, ଚର୍ଚ୍ଚା ବଢାଇଲା କେକ୍ 🔴 ବନ୍ୟା ପାଣିରେ ଭାସି ବୃଦ୍ଧ ନିଖୋଜ 🔴 ୨୪ ଘଣ୍ଟା ପ୍ରବଳ ବର୍ଷା 🔴 ମୋ ପାଇଁ ଛୁଆଙ୍କୁ ଲଗାଇଛନ୍ତି ନବୀନ: ଧର୍ମେନ୍ଦ୍ର ପ୍ରଧାନ 🔴 ବୈତରଣୀରେ ବଢ଼ୁଛି ପାଣି, ପୁଣି ଡରାଇଲା ବନ୍ୟା 🔴 ଓଡ଼ିଶା ଜଙ୍ଗଲରେ ଅସୁରକ୍ଷିତ କି ‘ବାଘ’? 🔴 ଲିଫ୍ଟ ମନା କରିବା ପଡ଼ିଲା ମହଙ୍ଗା 🔴 ଆଜି ସୃଷ୍ଟି ହେବ ଲଘୁଚାପ, ୧୧ ଯାଏଁ ପ୍ରବଳ ବର୍ଷା