Masthead

କେନ୍ଦୁଝରରେ ନିରଞ୍ଜନ ପଟ୍ଟନାୟକଙ୍କ ଗାଡି ଉପରକୁ ଆକ୍ରମଣ ଉଦ୍ୟମ

କେନ୍ଦୁଝର (ବଡ଼ ଖବର ବ୍ୟୁରୋ): କେନ୍ଦୁଝର(ବଡ଼ ଖବର ବ୍ୟୁରୋ): ପିସିସି ସଭାପତି ନିରଞ୍ଜନ ପଟ୍ଟନାୟକଙ୍କ ଗାଡି ଉପରକୁ ଆକ୍ରମଣ ଉଦ୍ୟମ। କେନ୍ଦୁଝର ଟାଉନ୍ ଥାନା କାଶୀପୁର ନିକଟରେ ଏଭଳି ଅଘଟଣ ଘଟିଛି । ଗାଡି ଓଭର ଟେକକୁ ନେଇ ହୋଇଥିଲା ବଚସା । ପରେ ୫ ଜଣ ଦୁର୍ବୃତ୍ତ ନିରଞ୍ଜନଙ୍କ ଗାଡ଼ି ଅଟକାଇ ଆକ୍ରମଣ ଉଦ୍ୟମ କରିଥିଲେ। ନିରଞ୍ଜନଙ୍କୁ ସୁରକ୍ଷା ଦେବାରୁ ଡ୍ରାଇଭର ଓ ସୁରକ୍ଷାକର୍ମୀଙ୍କୁ ମାଡ଼ ହୋଇଥିବା ଅଭିଯୋଗ ହୋଇଛି । ଏନେଇ କେନ୍ଦୁଝର ଟାଉନ ଥାନାରେ ମାମଲା ରୁଜୁ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା