Masthead

ପାକିସ୍ତାନ ସେନା ଗାଡି ଉପରେ ଆକ୍ରମଣ

ନୂଆଦିଲ୍ଲୀ (ବଡ଼ ଖବର ବ୍ୟୁରୋ): ପାକିସ୍ତାନ ସେନା ଗାଡ଼ି ଉପରେ ବଡ଼ଧରଣର ଆତ୍ମଘାତୀ ବିସ୍ଫୋରଣ । ଆତ୍ମଘାତୀ ବିସ୍ଫୋରଣରେ ୪୭ ମୃତ, ୩୦ରୁ ଅଧିକ ଗୁରୁତର । ତୁର୍ବାଟ ସହରରୁ ୮ କିମି ଭିତରକୁ ବେହମାନ୍ ଅଞ୍ଚଳରେ ବିସ୍ଫୋରଣ । ୪୭ ମୃତ୍ୟୁ ନେଇ ବାଲୋଚିସ୍ତାନ ଲିବୋରେସନ୍ ଆର୍ମିର ଦାବି । ୫ ବସ୍ ଓ ୭ ସେନା ଗାଡ଼ିକୁ ଟାର୍ଗେଟ କରି ଆତ୍ମଘାତୀ ବିସ୍ଫୋରଣ କରିଥିବା ସୂଚନା । ବଲୁଚ ଲିବରେସନ୍ ଆର୍ମୀ ମୁଖପାତ୍ର ଏନେଇ ଦାବି କରିଛନ୍ତି ।

ସେ କହିଛନ୍ତି , ସ୍ଥାନୀୟ ଭାରତୀୟ ସମୟ ସଂଧ୍ୟା ୫ଟା ୪୫ରେ ଏହି ଆତ୍ମଘାତୀ ଆକ୍ରମଣ କରାଯାଇଛି । ତୁର୍ବତ ସହରରୁ ୮ କିଲୋମିଟର ଦୂରରେ ଏହି ଆକ୍ରମଣ କରାଯାଇଛି । ଆକ୍ରମଣ ପାଇଁ ବିଏଲଏ ନିଜକୁ ଦାୟୀ କରିଛି । ୨୦୨୧ରେ ଆଫଗାନିସ୍ତାନରେ ତାଲିବାନ କ୍ଷମତାକୁ ଫେରିବା ପରଠାରୁ ପାକିସ୍ତାନ ତାର ପଶ୍ଚିମ ସୀମାନ୍ତ ଅଞ୍ଚଳରେ ପୁଣି ଥରେ ଆତଙ୍କବାଦୀ ହିଂସା ବୃଦ୍ଧି ପାଇବାରେ ଲାଗିଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଦୁଇ ଭାଇଙ୍କୁ ଧାରୁଆ ଅସ୍ତ୍ରରେ ମରଣାନ୍ତକ ଆକ୍ରମଣ 🔴 ଦ୍ଵିତୀୟ ଦିନରେ ସରଗରମ ହୋଇପାରେ ଗୃହ 🔴 ହର୍ମୁଜ ପ୍ରଣାଳୀ ଅବରୋଧ କଲେ ୨୦ ଗୁଣ ଅଧିକ କାର୍ଯ୍ୟାନୁଷ୍ଠାନ 🔴 ଟ୍ରମ୍ପଙ୍କ ବଡ ଘୋଷଣା, ଦୁର୍ବଳ ହୋଇ ପଡିଛି … 🔴 ମୋଜତାବ ଖାମେନେଇ ଇରାନର ନୂଆ ସୁପ୍ରିମ ଲିଡର୍ 🔴 ଆଇସକ୍ରିମ ଫ୍ୟାକ୍ଟ୍ରିରେ ବ୍ଲାଷ୍ଟ, ଜଣେ ମୃତ 🔴 ସାଉଦିରେ ଇରାନର ମିସାଇଲ ଆକ୍ରମଣ, ଜଣେ ଭାରତୀୟଙ୍କ ସମେତ ୨ ମୃତ 🔴 ପୁଣି ସରଗରମ ହେବ ବିଧାନସଭା 🔴 ଦୁବାଇରେ ପୁଣି ଆଟାକ୍ କଲା ଇରାନ 🔴 ତହସିଲଦାର ଓ ଆରଆଇଙ୍କ ବିରୋଧରେ ଚିଠି 🔴 ଦୁଇ ଭାଇଙ୍କୁ ଧାରୁଆ ଅସ୍ତ୍ରରେ ମରଣାନ୍ତକ ଆକ୍ରମଣ 🔴 ଦ୍ଵିତୀୟ ଦିନରେ ସରଗରମ ହୋଇପାରେ ଗୃହ 🔴 ହର୍ମୁଜ ପ୍ରଣାଳୀ ଅବରୋଧ କଲେ ୨୦ ଗୁଣ ଅଧିକ କାର୍ଯ୍ୟାନୁଷ୍ଠାନ 🔴 ଟ୍ରମ୍ପଙ୍କ ବଡ ଘୋଷଣା, ଦୁର୍ବଳ ହୋଇ ପଡିଛି … 🔴 ମୋଜତାବ ଖାମେନେଇ ଇରାନର ନୂଆ ସୁପ୍ରିମ ଲିଡର୍ 🔴 ଆଇସକ୍ରିମ ଫ୍ୟାକ୍ଟ୍ରିରେ ବ୍ଲାଷ୍ଟ, ଜଣେ ମୃତ 🔴 ସାଉଦିରେ ଇରାନର ମିସାଇଲ ଆକ୍ରମଣ, ଜଣେ ଭାରତୀୟଙ୍କ ସମେତ ୨ ମୃତ 🔴 ପୁଣି ସରଗରମ ହେବ ବିଧାନସଭା 🔴 ଦୁବାଇରେ ପୁଣି ଆଟାକ୍ କଲା ଇରାନ 🔴 ତହସିଲଦାର ଓ ଆରଆଇଙ୍କ ବିରୋଧରେ ଚିଠି