Masthead

ଆଶ୍ରିତଙ୍କ ଘର ଉପରକୁ ଆକ୍ରମଣ

ଭୁବନେଶ୍ୱର(ବଡ଼ ଖବର ବ୍ୟୁରୋ): ସରିଛି ପିପିଲି ଉପନିର୍ବାଚନ । ଏହା ମଧ୍ୟରେ ବିଜେପି ପ୍ରାର୍ଥୀ ଆଶ୍ରିତ ପଟ୍ଟନାୟକ ଘର ଉପରକୁ ଆକ୍ରମଣ ହୋଇଥିବାର କଥା ସାମ୍ନାକୁ ଆସିଛି । ନିର୍ବାଚନରେ ବିଜେଡି ବାଜି ମାରିଥିବାବେଳେ କଂଗ୍ରେସର ଖୁବ କମ ଭୋଟ ପାଇଥିଲା । ସେପଟେ କଂଗ୍ରେସର ପ୍ରଦର୍ଶନରେ ଅସନ୍ତୁଷ୍ଟ ହୋଇ କଂଗ୍ରେସ ଭବନରେ କଂଗ୍ରେସ କର୍ମୀମାନେ ଆନ୍ଦୋଳନ କରିଥିଲେ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ରାଜ୍ୟସଭା ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ 🔴 ନୂଆ ହିତାଧିକାରୀଙ୍କୁ ଆଜି ମିଳିବ ସୁଭଦ୍ରା ଟଙ୍କା 🔴 ରାଜ୍ୟରେ କମିଲା ଶୀତ 🔴 ଆଜି ମହାପ୍ରଭୁଙ୍କ ଦୁର୍ଲ୍ଲଭ ପଦ୍ମବେଶ 🔴 ରଥ ତିଆରି ପାଇଁ ଗଲା ରଥ କାଠ 🔴 ବିଜାପୁରରେ ଏନକାଉଣ୍ଟର, ୬ ମାଓବାଦୀ ନିହତ 🔴 ଜଳିଗଲା ୧ନଂ ହାଟ 🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ରାଜ୍ୟସଭା ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ 🔴 ନୂଆ ହିତାଧିକାରୀଙ୍କୁ ଆଜି ମିଳିବ ସୁଭଦ୍ରା ଟଙ୍କା 🔴 ରାଜ୍ୟରେ କମିଲା ଶୀତ 🔴 ଆଜି ମହାପ୍ରଭୁଙ୍କ ଦୁର୍ଲ୍ଲଭ ପଦ୍ମବେଶ 🔴 ରଥ ତିଆରି ପାଇଁ ଗଲା ରଥ କାଠ 🔴 ବିଜାପୁରରେ ଏନକାଉଣ୍ଟର, ୬ ମାଓବାଦୀ ନିହତ 🔴 ଜଳିଗଲା ୧ନଂ ହାଟ