Masthead

ଆଶ୍ରିତଙ୍କ ଘର ଉପରକୁ ଆକ୍ରମଣ

ଭୁବନେଶ୍ୱର(ବଡ଼ ଖବର ବ୍ୟୁରୋ): ସରିଛି ପିପିଲି ଉପନିର୍ବାଚନ । ଏହା ମଧ୍ୟରେ ବିଜେପି ପ୍ରାର୍ଥୀ ଆଶ୍ରିତ ପଟ୍ଟନାୟକ ଘର ଉପରକୁ ଆକ୍ରମଣ ହୋଇଥିବାର କଥା ସାମ୍ନାକୁ ଆସିଛି । ନିର୍ବାଚନରେ ବିଜେଡି ବାଜି ମାରିଥିବାବେଳେ କଂଗ୍ରେସର ଖୁବ କମ ଭୋଟ ପାଇଥିଲା । ସେପଟେ କଂଗ୍ରେସର ପ୍ରଦର୍ଶନରେ ଅସନ୍ତୁଷ୍ଟ ହୋଇ କଂଗ୍ରେସ ଭବନରେ କଂଗ୍ରେସ କର୍ମୀମାନେ ଆନ୍ଦୋଳନ କରିଥିଲେ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ