Masthead

କାଶ୍ମୀରରେ ୨୬/୧୧ ଭଳି ଆକ୍ରମଣ ଯୋଜନା

ଜମ୍ମୁକାଶ୍ମୀର (ବଡ଼ ଖବର ବ୍ୟୁରୋ): ଆଜି ଠୁ ଜମ୍ମୁ-କଶ୍ମୀରରେ ଅନୁଷ୍ଠିତ ହେବ ଜି-୨୦ ସମ୍ମିନନୀ । ଯାହାକୁ ନେଇ ସୁରକ୍ଷା ବ୍ୟବସ୍ଥା କଡ଼ାକଡ଼ି କରାଯାଇଛି । ଜି୨୦ ପ୍ରତିନିଧିମାନେ ରହିବାକୁ ଥିବା ହୋଟେଲରେ ୨୬/୧୧ ଭଳି ଆତଙ୍କବାଦୀ ଆକ୍ରମଣ ଲାଗି ଯୋଜନା ହେଉଥିବାର ସୂଚନା ମିଳିବା ପରେ ଶେଷ ମୁହୂର୍ତ୍ତରେ ରହଣି ସ୍ଥାନକୁ ବଦଳାଇ ଦିଆଯାଇଛି।

ଗୁଲ୍ମାର୍ଗରେ ଜି୨୦ ସମ୍ମିଳନୀ ବେଳେ ସନ୍ଦିଗ୍ଧ ଆତଙ୍କବାଦୀ ସଂଗଠନ ୨୬/୧୧ ଭଳି ଆକ୍ରମଣ ଲାଗି ଷଡ଼ଯନ୍ତ୍ର କରୁଥିବା ଜଣେ ଅଟକ ସହଯୋଗୀ ସୂଚନା ଦେବା ପରେ ଏଭଳି ପରିବର୍ତ୍ତନ କରାଯାଇଛି। ଜି୨୦ ବୈଠକ ସମ୍ପର୍କରେ ଗୁଜବ ପ୍ରଚାର ହେବା ଆଶଙ୍କା ଥିବାରୁ ସନ୍ଦେହଯୁକ୍ତ ଅନ୍ତର୍ଜାତୀୟ ମୋବାଇଲ ନମ୍ବର ପ୍ରତି ସାବଧାନ ରହିବାକୁ କଶ୍ମୀର ପୋଲିସ ଆଡଭାଇଜରି ଜାରି କରିଛି।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ରାଜ୍ୟସଭା ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ 🔴 ନୂଆ ହିତାଧିକାରୀଙ୍କୁ ଆଜି ମିଳିବ ସୁଭଦ୍ରା ଟଙ୍କା 🔴 ରାଜ୍ୟରେ କମିଲା ଶୀତ 🔴 ଆଜି ମହାପ୍ରଭୁଙ୍କ ଦୁର୍ଲ୍ଲଭ ପଦ୍ମବେଶ 🔴 ରଥ ତିଆରି ପାଇଁ ଗଲା ରଥ କାଠ 🔴 ବିଜାପୁରରେ ଏନକାଉଣ୍ଟର, ୬ ମାଓବାଦୀ ନିହତ 🔴 ଜଳିଗଲା ୧ନଂ ହାଟ 🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ରାଜ୍ୟସଭା ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ 🔴 ନୂଆ ହିତାଧିକାରୀଙ୍କୁ ଆଜି ମିଳିବ ସୁଭଦ୍ରା ଟଙ୍କା 🔴 ରାଜ୍ୟରେ କମିଲା ଶୀତ 🔴 ଆଜି ମହାପ୍ରଭୁଙ୍କ ଦୁର୍ଲ୍ଲଭ ପଦ୍ମବେଶ 🔴 ରଥ ତିଆରି ପାଇଁ ଗଲା ରଥ କାଠ 🔴 ବିଜାପୁରରେ ଏନକାଉଣ୍ଟର, ୬ ମାଓବାଦୀ ନିହତ 🔴 ଜଳିଗଲା ୧ନଂ ହାଟ