Masthead

କାଶ୍ମୀରରେ ୨୬/୧୧ ଭଳି ଆକ୍ରମଣ ଯୋଜନା

ଜମ୍ମୁକାଶ୍ମୀର (ବଡ଼ ଖବର ବ୍ୟୁରୋ): ଆଜି ଠୁ ଜମ୍ମୁ-କଶ୍ମୀରରେ ଅନୁଷ୍ଠିତ ହେବ ଜି-୨୦ ସମ୍ମିନନୀ । ଯାହାକୁ ନେଇ ସୁରକ୍ଷା ବ୍ୟବସ୍ଥା କଡ଼ାକଡ଼ି କରାଯାଇଛି । ଜି୨୦ ପ୍ରତିନିଧିମାନେ ରହିବାକୁ ଥିବା ହୋଟେଲରେ ୨୬/୧୧ ଭଳି ଆତଙ୍କବାଦୀ ଆକ୍ରମଣ ଲାଗି ଯୋଜନା ହେଉଥିବାର ସୂଚନା ମିଳିବା ପରେ ଶେଷ ମୁହୂର୍ତ୍ତରେ ରହଣି ସ୍ଥାନକୁ ବଦଳାଇ ଦିଆଯାଇଛି।

ଗୁଲ୍ମାର୍ଗରେ ଜି୨୦ ସମ୍ମିଳନୀ ବେଳେ ସନ୍ଦିଗ୍ଧ ଆତଙ୍କବାଦୀ ସଂଗଠନ ୨୬/୧୧ ଭଳି ଆକ୍ରମଣ ଲାଗି ଷଡ଼ଯନ୍ତ୍ର କରୁଥିବା ଜଣେ ଅଟକ ସହଯୋଗୀ ସୂଚନା ଦେବା ପରେ ଏଭଳି ପରିବର୍ତ୍ତନ କରାଯାଇଛି। ଜି୨୦ ବୈଠକ ସମ୍ପର୍କରେ ଗୁଜବ ପ୍ରଚାର ହେବା ଆଶଙ୍କା ଥିବାରୁ ସନ୍ଦେହଯୁକ୍ତ ଅନ୍ତର୍ଜାତୀୟ ମୋବାଇଲ ନମ୍ବର ପ୍ରତି ସାବଧାନ ରହିବାକୁ କଶ୍ମୀର ପୋଲିସ ଆଡଭାଇଜରି ଜାରି କରିଛି।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା