Masthead

ପୋଲିସ ବାବୁଙ୍କୁ ତୀରମାଡ଼

ରାଉରକେଲା (ବଡ଼ ଖବର ବ୍ୟୁରୋ): ମଦ ବେପାରୀଙ୍କୁ ଧରିବା ଲାଗି ଯାଉଥିବା ବେଳେ ତୀରମାଡ଼ର ଶିକାର ହେଲେ ସୁନ୍ଦରଗଡ଼ ଜିଲ୍ଲା ଟେନସା ଥାନା ଅଧିକାରୀ ଅଶୋକ ମୁାର ବେହେରା । ତାଙ୍କୁ ଗୁରୁତର ଅବସ୍ଥାରେ ରାଉରକେଲା ଇସ୍ପାତ ଜେନେରାଲ ହସ୍ପିଟାଲରେ ଭର୍ତି କରାଯାଇଛି । ଟେନସା ଜିରୋ ପଏଂଟ ଅଞ୍ଚଳର ଆଲାମ ଗ୍ୟାରେଜ ନିକଟରେ ଥିବା ବସ୍ତିରେ ଚୋରା ମଦ କାରବାର ହେଉଥିଲା । ଖବର ପାଇ ଚଢ଼ାଉ କରିବା ଲାଗି ଯାଇଥିବା ବେଳେ ଦୁବୃତ୍ମାନେ ତାଙ୍କ ଉପରକୁ ତୀରମାଡ଼ କରିଥିଲେ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା