Masthead

ଥାନା ଜାଳିବା ଏବଂ ଏସ୍‌ଡିପିଓ ପିଟିବା ଘଟଣା, ଘଟଣାସ୍ଥଳରେ ୧୪୪ ଲାଗୁ

ବାଲିଗୁଡ଼ା(ବଡ଼ ଖବର ବ୍ୟୁରୋ): ଥାନା ଜାଳିବା ଏବଂ ଏସ୍‌ଡିପିଓ, ତହସିଲଦାରଙ୍କୁ ଗୋଡାଇ ଗୋଡାଇ ପିଟିବା ଘଟଣା । ଅଞ୍ଚଳରେ ଚାପା ଉତ୍ତେଜନା ଲାଗି ରହିଥିବାରୁ ୧୪୪ ଧାରା ଲାଗୁ କରାଯାଇଛି । ଫିରିଙ୍ଗିଆ ବଜାର ମଧ୍ୟ ବନ୍ଦ ରହିଛି । ସୁଚନା ଅନୁସାରେ ଫିରିଙ୍ଗିଆ ଥାନା ପୋଲିସ୍ ଗାଡିରେ ଗଞ୍ଜେଇ ଚାଲାଣ ହେଉଥିବା ଅଭିଯୋଗ କରି ଏବଂ ଥାନାଧିକାରୀ ତପନ କୁମାର ନାହାକଙ୍କ ଗିରଫ ଦାବିରେ ଗତକାଲି ଲୋକେ ରାସ୍ତାରୋକ କରିଥିଲେ। ଶହ ଶହ ସଂଖ୍ୟାରେ ମହିଳା ଓ ପୁରୁଷ ଆସି ରାସ୍ତା ଅବରୋଧ କରିଥିଲେ। ସେମାନଙ୍କୁ ବୁଝାଇବାକୁ ଯାଇଥିବା ସଦର ଏସ୍‌ଡିପିଓ ସୁପ୍ରଶନ୍ନ ମଲ୍ଳିକ, ତହସିଲଦାର ଏମ୍‌ ଅନୁରାଧାଙ୍କୁ ଗୋଡାଇ ଗୋଡାଇ ପିଟିଛନ୍ତି ଲୋକେ । ଏହାପରେ ଥାନା ଭିତରେ ପଶିପୋଡା ଜଳା କରିବା ସହ ଜବତ ଗାଡିକୁ ଲୁଟି ନେଇଥିଲେ। ଏହାପରେ ଉତ୍ୟକ୍ତ ଜନତା ଥାନା ଭିତରକୁ ପ୍ରବଳ ଟେକା ପଥମ ମାଡ କରିଥିଲେ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା