Masthead

ବେଆଇନ ବାଣ ଗୋଦାମରେ ଚଢାଉ

ପିପିଲି (ବଡ଼ ଖବର ବ୍ୟୁରୋ): ବେଆଇନ୍ ବାଣ ଗୋଦାମ ଉପରେ ପୁଲିସର ଚଢାଉ । ଜଣେ ଅଟକ । ବିଶେଷ ସୂତ୍ରରୁ ଖବର ପାଇ ପୁରୀ ଜିଲ୍ଲା ଏସପି କେ ବିଶାଲ ସିଂଙ୍କ ନିର୍ଦ୍ଦେଶକ୍ରମେ ଡେଲାଙ୍ଗ ପୁଲିସ ପକ୍ଷରୁ ପିପିଲି ଏସଡିପିଓ ଦେବଦତ୍ତ ବରାଳ ଓ ଡେଲାଙ୍ଗ ଥାନା ଅଧିକାରୀ ରଶ୍ମିରଞ୍ଜନ ପଟ୍ଟନାୟକ ଡେଲାଙ୍ଗ ଥାନା ଅନ୍ତର୍ଗତ ମାନପୁର ସ୍ଥିତ କଲ୍ୟାଣ ମଣ୍ଡପ ପରିସରରେ ଅଚାନକ ଚଢାଉ କରାଯାଇଥିଲା ।

ବିନା ଲାଇସେନରେ ଉକ୍ତ ବେଆଇନ ବାଣ ଗଛିତ ରଖିଥିବା ଜଟଣୀ ଥାନା ଅନ୍ତର୍ଗତ ଜଗନ୍ନାଥ ପାଟଣା ଗାଁର ଲକ୍ଷ୍ମୀଧର ବିଶ୍ଵାଳଙ୍କୁ ଅଟକ ରଖା ଯାଇଛି ।ଜବତ ବାଣର ମୂଲ୍ୟ ପ୍ରାୟ ୬ ଲକ୍ଷ୍ୟ ଟଙ୍କା ହେବ ଅନୁମାନ କରାଯାଉଛି । ଏ ସମ୍ଵନ୍ଧରେ ଡେଲାଙ୍ଗ ଥାନାରେ ବିଷ୍ପୋରକ ଦ୍ରବ୍ୟ ଆଇନ ଅନୁସାରେ ଏକ ମକଦ୍ଦମା ରୁଜୁ କରାଯାଇଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ରାଜ୍ୟସଭା ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ 🔴 ନୂଆ ହିତାଧିକାରୀଙ୍କୁ ଆଜି ମିଳିବ ସୁଭଦ୍ରା ଟଙ୍କା 🔴 ରାଜ୍ୟରେ କମିଲା ଶୀତ 🔴 ଆଜି ମହାପ୍ରଭୁଙ୍କ ଦୁର୍ଲ୍ଲଭ ପଦ୍ମବେଶ 🔴 ରଥ ତିଆରି ପାଇଁ ଗଲା ରଥ କାଠ 🔴 ବିଜାପୁରରେ ଏନକାଉଣ୍ଟର, ୬ ମାଓବାଦୀ ନିହତ 🔴 ଜଳିଗଲା ୧ନଂ ହାଟ 🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ରାଜ୍ୟସଭା ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ 🔴 ନୂଆ ହିତାଧିକାରୀଙ୍କୁ ଆଜି ମିଳିବ ସୁଭଦ୍ରା ଟଙ୍କା 🔴 ରାଜ୍ୟରେ କମିଲା ଶୀତ 🔴 ଆଜି ମହାପ୍ରଭୁଙ୍କ ଦୁର୍ଲ୍ଲଭ ପଦ୍ମବେଶ 🔴 ରଥ ତିଆରି ପାଇଁ ଗଲା ରଥ କାଠ 🔴 ବିଜାପୁରରେ ଏନକାଉଣ୍ଟର, ୬ ମାଓବାଦୀ ନିହତ 🔴 ଜଳିଗଲା ୧ନଂ ହାଟ