Masthead

ସାର ପ୍ରସଙ୍ଗରେ କେନ୍ଦ୍ରକୁ ଆକ୍ରମଣ, ଗାନ୍ଧିମୂର୍ତ୍ତି ତଳେ ବିଜେଡିର ପ୍ରତିବାଦ

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ସାର ପ୍ରସଙ୍ଗରେ କେନ୍ଦ୍ରକୁ ଆକ୍ରମଣ । ଗାନ୍ଧିମୂର୍ତ୍ତି ତଳେ ବିଜେଡିର ପ୍ରତିବାଦ । ବିଜେଡି ବିଧାୟକମାନଙ୍କ ଦାବି ସାର ଯୋଗାଅ କେନ୍ଦ୍ର ସରକାର । ଫସଲ ବୀମାରେ ଚାଷୀ ଲାଭ ପାଉ । କେନ୍ଦ୍ରର କମ୍ପାନୀ ପୋଷିବା ବନ୍ଦ ହେଉ । ଫସଲ ବୀମାରେ ଚାଷୀ ଲାଭ ପାଉ, ଏମ୍‌ଏସ୍‌ପି ବୃଦ୍ଧି କରାଯାଉ, ସ୍ବାମୀନାଥନ ରିପୋର୍ଟ ଲାଗୁ କରାଯାଉ ବୋଲି ବିଜେଡି ଦାବି କରିଛି ।

ସେପଟେ ବିଧାନସଭା ମୌସୁମୀ ଅଧିବେଶନର ଶେଷ ଦିନରେ ବି ଚାଲି ପାରିନି ପ୍ରଶ୍ନକାଳ । ମୁଲତବୀ ପ୍ରସ୍ତାବ ଗ୍ରହଣ ନହେବାରୁ ହଟ୍ଟଗୋଳ କରିଥିଲେ ବିରୋଧୀ । ଖଣି ଦୁର୍ନୀତି ପ୍ରସଙ୍ଗରେ ଆସିଥିଲା ମୁଲତବୀ ପ୍ରସ୍ତାବ । ଫଳରେ ପୁର୍ନବାର ଗୃହକୁ ଅପରାହ୍ନ ୪ଟା ଯାଏଁ ମୁଲତବୀ ଘୋଷଣା କରିଛନ୍ତି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ