ଲାଇଭ ଭିଡିଓ କରି ଆତ୍ମହତ୍ୟା ଉଦ୍ୟମ କରିବା ପଡିଲା ମହଙ୍ଗା

ଜଗତସିଂହପୁର(ବଡ଼ ଖବର ବ୍ୟୁରୋ): ଏହିଭଳି ଘଟଣା ଦେଖିବାକୁ ମିଳିଛି ଜଗତସିଂହପୁର ଜିଲ୍ଲା ନାଉଗାଁ ଥାନା ଅନ୍ତର୍ଗତ ପୋହଳ ଗ୍ରାମର ୩୦ ବର୍ଷିୟ ଯୁବକ ବିକ୍ରମ ନାୟକଙ୍କ କ୍ଷେତ୍ରରେ। ନିଜର ଚିକିତ୍ସା ପାଇଁ ଅର୍ଥ ଅଭାବ କାରଣରୁ ଆଜି ପ୍ରାୟ ଦିନ ୧୦ ଘଟିକା ସମୟରେ ବିକ୍ରମ ନିଜ ଫେସବୁକ ଆଇଡିରେ ଏକ ବିଷ ବୋତଲ ହାତରେ ଧରି ଲାଇଭ ଭିଡିଓ କରି ଆତ୍ମହତ୍ୟା କରିବାକୁ ଉଦ୍ୟମ କରୁଥିବା ବେଳେ ତାଙ୍କ ଘର ପାଖର କିଛ଼ି ଯୁବକ ଏହା ଦେଖି ତୁରନ୍ତ ନାଉଗାଁ ଥାନାକୁ ଖବର ଦେଇଥିଲେ। ସଙ୍ଗେ ସଙ୍ଗେ ଘଟଣା ସ୍ଥଳରେ ନାଉଗାଁ ପୋଲିସ ପହଞ୍ଚି ବିକ୍ରମକୁ ଥାନାକୁ ଆଣିଥିଲେ। ସ୍ଥାନୀୟ ଯୁବକଙ୍କର ଉପସ୍ଥିତ ବୁଦ୍ଧି ପାଇଁ ଆଜି ଗୋଟିଏ ଜୀବନ ବଞ୍ଚି ଯାଇଛି ।

 

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଗଞ୍ଜାମ ଯିବେ ମୁଖ୍ୟମନ୍ତ୍ରୀ 🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଗଞ୍ଜାମ ଯିବେ ମୁଖ୍ୟମନ୍ତ୍ରୀ 🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ