Masthead

ଝିଆରୀକୁ ଦୁଷ୍କର୍ମ କଲା କାକା !

ମୁରିବାହାଲ (ବଡ ଖବର ବ୍ୟୁରୋ) : ଝିଅ, ଝିଆରୀ ସମାନ । କୋଳେଇ କାଖେଇ ବଡ଼ କରିଥିବା ଝିଅ ସମାନ ଝିଆରୀକୁ କାକା ଦୁଷ୍କର୍ମ କରିବା ଘଟଣା ବଲାଙ୍ଗିର ଜିଲ୍ଲା ମୁରିବାହାଲ ଥାନା ଅଞ୍ଚଳରେ ଚର୍ଚ୍ଚାର ବିଷୟ ହୋଇଛି । ୧୩ ବର୍ଷର ଝିଆରୀକୁ କାକା ଦୁଷ୍କର୍ମ କରିଥିବା ମୁରିବାହାଲ ଥାନାରେ ଅଭିଯୋଗ ହୋଇଛି । ନାବାଳିକା ଜଣକ ସକାଳେ ଗାଁ ନିକଟସ୍ଥ ଲାହାନ୍ତ ନଦୀକୁ ଗାଧେଇବା ପାଇଁ ଯାଇଥିଲେ। ଏହି ସମୟରେ ସମ୍ପର୍କୀୟ କାକା ମୁକେଶ ବଗର୍ତ୍ତି ନାବାଳିକାକୁ ଦୁଷ୍କର୍ମ ଉଦ୍ୟମ କରିଥିଲା । କୌଶଳ କ୍ରମେ ନାବାଳିକା ଜଣକ ଖସି ଆସିଥିଲେ । ଘଟଣା ସମ୍ପର୍କରେ କାହାକୁ କହିଲେ ଜୀବନରୁ ମାରିଦେବାକୁ ମୁକେଶ ନାବାଳିକାଙ୍କୁ ଧମକ ଦେଇଥିଲା । ଅଭିଯୋଗକୁ ଅସ୍ୱୀକାର କରିଛନ୍ତି ଥାନା ଆଇଆଇସି । ନାବାଳିକାଙ୍କ ପରିବାର ଲୋକ ମିଛ କହୁଛନ୍ତି । କଣ୍ଟାବାଞ୍ଜି ଏସଡିପିଓ ସମାନ କଥା ଦେହେରାଇଛନ୍ତି । ପୀଡ଼ିତାଙ୍କୁ ନ୍ୟାୟ ନ ମିଳିଲେ ଆତ୍ମହତ୍ୟା କରିବୁ ବୋଲି ପରିବାର ଲୋକେ କହିଛନ୍ତି ।

 

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 108 ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ 🔴 ମଧ୍ୟପ୍ରାଚ୍ୟରେ ଯୁଦ୍ଧ, ଓଡ଼ିଆଙ୍କ ଫେରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ 🔴 ଶେରଗଡ ଘଟଣାକୁ ନେଇ ହୁଲୁସ୍ତୁଲ ହୋଇପାରେ ଗୃହ 🔴 ବିଜେଡି ଛାଡ଼ିଲେ ବାଲେଶ୍ୱର ସଦର ବ୍ଲକ ଅଧ୍ୟକ୍ଷା 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 108 ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ 🔴 ମଧ୍ୟପ୍ରାଚ୍ୟରେ ଯୁଦ୍ଧ, ଓଡ଼ିଆଙ୍କ ଫେରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ 🔴 ଶେରଗଡ ଘଟଣାକୁ ନେଇ ହୁଲୁସ୍ତୁଲ ହୋଇପାରେ ଗୃହ 🔴 ବିଜେଡି ଛାଡ଼ିଲେ ବାଲେଶ୍ୱର ସଦର ବ୍ଲକ ଅଧ୍ୟକ୍ଷା