Masthead

ମହାନଦୀକୁ ଡେଇଁ ଆତ୍ମହତ୍ୟା ଉଦ୍ୟମ, ମହିଳା ଉଦ୍ଧାର

ଟାଙ୍ଗୀ-ଚୌଦ୍ୱାର (ବଡ଼ ଖବର ବ୍ୟୁରୋ) ମହାନଦୀକୁ ଡେଇଁ ମହିଳାଙ୍କ ଆତ୍ମହତ୍ୟା ଉଦ୍ୟମ । କଟକ ଜିଲ୍ଲା ସିଡିଏରୁ ନୂଆପାଟଣାକୁ ସଂଯୋଗ କରୁଥିବା ମଧୁସୂଦନ ସେତୁ ଉପରୁ ଡେଇଁ ଆତ୍ମହତ୍ୟା ଉଦ୍ୟମ ବେଳେ ମହିଳା  ଉଦ୍ଧାର। ଉଦ୍ଧାର ମହିଳାଙ୍କ ପରିଚୟ ମିଳିପାରିନାହିଁ । ମହିଳାଙ୍କୁ ଉଦ୍ଧାର କରି ସିଡିଏ ଫେଜ୍ ୨ ପୋଲିସ୍ ଚିକିତ୍ସା ପାଇଁ ହସ୍ପିଟାଲକୁ ପଠାଇ ତଦନ୍ତ ଜାରି ରଖିଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା