Masthead

ମାଟ୍ରିକ ଛାତ୍ରୀଙ୍କୁ ଅପହରଣ ଉଦ୍ୟମ

କେନ୍ଦ୍ରାପଡା (ବଡ଼ ଖବର ବ୍ୟୁରୋ): ମାଟ୍ରିକ ପରୀକ୍ଷା ସାରି ଘରକୁ ଫେରୁଥିବା ବେଳେ ଛାତ୍ରୀଙ୍କୁ ଅପହରଣ । ଛାତ୍ରୀ ଜଣଙ୍କ କୌଶଳ କ୍ରମେ ଗାଡି କାଚ ଭାଙ୍ଗି ଖସିଯିବାରେ ହୋଇଥିଲେ ସଫଳ । ତେବେ ଖସିଯିବା ସମୟରେ ଦୁର୍ବୃତ୍ତମାନେ ଛାତ୍ରୀକୁ ବ୍ଲେଡରେ ଆକ୍ରମଣ କରିବାରୁ ଛାତ୍ରୀଙ୍କ ହାତ ଓ ବେକ ରେ କ୍ଷତ ସୃଷ୍ଟି ହୋଇଛି । ସଂଜ୍ଞହୀନ ଅବସ୍ଥାରେ ପଡି ଯାଇଥିବାବେଳେ ସ୍ଥାନୀୟ ଲୋକେ ଉଦ୍ଧାର କରି ପଟ୍ଟାମୁଣ୍ଡାଇ ଉପଖଣ୍ଡ ସ୍ତରୀୟ ମେଡିକାଲ ରେ ଭର୍ତ୍ତି କରିଥିଲେ ।

ଛାତ୍ରୀ ଜଣଙ୍କ ହେଉଛନ୍ତି ପଟ୍ଟାମୁଣ୍ଡାଇ ବାଳିକା ଉଚ୍ଚ ବିଦ୍ୟାଳୟ ର ସୁମିନି ସେଠି । ସୁମିନି ପଟ୍ଟାମୁଣ୍ଡାଇ ମନ୍ମଥ ନାଥ ଉଚ୍ଚ ବିଦ୍ୟାଳୟ ରୁ ମାଟ୍ରିକ ପରୀକ୍ଷା ସାରି ଘରକୁ ଫେରୁଥିବା ବେଳେ ରାସ୍ତାରେ ଏ ଘଟଣା ଘଟିଥିବା ଜଣା ପଡିଛି । ଅନ୍ୟପଟରେ ପଟ୍ଟାମୁଣ୍ଡାଇ ଥାନାରେ ଅଭିଯୋଗ କରାଯାଇ ଥିବାବେଳେ ଗାଡି ଓ ଦୁର୍ବୃତ୍ତମାନେ ଫେରାର ହୋଇଯାଇଥିବା ସୂଚନା ମିଳିଛିା

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 ଅଭିଯୋଗ ଶୁଣିଲାନି ପ୍ରଶାସନ, ଘଣ୍ଟ ବାଡେଇ ପ୍ରତିବାଦ କଲେ ଗ୍ରାମବାସୀ 🔴 ୧୨ ଜିଲ୍ଲାକୁ ୟେଲୋ ଆଲର୍ଟ 🔴 ଆଶୀର୍ବାଦ ବର୍ଷାରେ ଭିଜୁଛନ୍ତି ଭକ୍ତ 🔴 ଅସଲ ରୂପ ଦେଖାଇଲେଣି ସୁଜାତା, ସାବଧାନ ନେତା 🔴 ଓଡ଼ିଶାର ୭୧ ସରକାରୀ ହାଇସ୍କୁଲରେ ଆରମ୍ଭ ହେବ +୨ ପାଠପଢା 🔴 ସଂସଦରେ ଧର୍ମେନ୍ଦ୍ର ପ୍ରଧାନଙ୍କ ଭବ୍ୟ ସ୍ୱାଗତ 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 ଅଭିଯୋଗ ଶୁଣିଲାନି ପ୍ରଶାସନ, ଘଣ୍ଟ ବାଡେଇ ପ୍ରତିବାଦ କଲେ ଗ୍ରାମବାସୀ 🔴 ୧୨ ଜିଲ୍ଲାକୁ ୟେଲୋ ଆଲର୍ଟ 🔴 ଆଶୀର୍ବାଦ ବର୍ଷାରେ ଭିଜୁଛନ୍ତି ଭକ୍ତ 🔴 ଅସଲ ରୂପ ଦେଖାଇଲେଣି ସୁଜାତା, ସାବଧାନ ନେତା 🔴 ଓଡ଼ିଶାର ୭୧ ସରକାରୀ ହାଇସ୍କୁଲରେ ଆରମ୍ଭ ହେବ +୨ ପାଠପଢା 🔴 ସଂସଦରେ ଧର୍ମେନ୍ଦ୍ର ପ୍ରଧାନଙ୍କ ଭବ୍ୟ ସ୍ୱାଗତ