ମଣିପୁର ମୁଖ୍ୟମନ୍ତ୍ରୀଙ୍କ ଘର ଉପରେ ଆକ୍ରମଣ ଉଦ୍ୟମ

ଇମ୍ଫାଲ (ବଡ଼ ଖବର ବ୍ୟୁରୋ): ଥମିବାରେ ଲାଗୁନିି ମଣିପୁର ହିଂସା । କିଛି ଦିନ ପରେ ମଣିପୁରରେ ଇଣ୍ଟରନେଟ ସେବା ଆରମ୍ଭ ହୋଇଥିଲା । କିନ୍ତୁ ଦୁଇ ଛାତ୍ରଙ୍କ ମୃତଦେହ ଭାଇରାଲ ହେବା ପରେ ପୁଣି ଇଣ୍ଟରନେଟକୁ ସ୍ଥଗିତ ରଖାଯାଇଛି । ଆଉ ଏବେ ମୁଖ୍ୟମନ୍ତ୍ରୀ ଏନ ବିରେନ ସିଂଙ୍କ ଘର ଉପରେ ଆକ୍ରମଣ ଉଦ୍ୟମ ହୋଇଛି। ଉପସ୍ଥିତ ସୁରକ୍ଷା ବାହିନୀ ଏହାକୁ ପଣ୍ଡ କରିଥିଲେ। ପୋଲିସ ଅଧିକାରୀ କହିଛନ୍ତି ଯେ, ଇମ୍ଫାଲର ହିଙ୍ଗାଙ୍ଗ ଅଞ୍ଚଳରେ ମୁଖ୍ୟମନ୍ତ୍ରୀଙ୍କ ଘର ଉପରେ ଆକ୍ରମଣ କରିବାକୁ ଉଦ୍ୟମ କରାଯାଇଛି। ସୁରକ୍ଷା ବାହିନୀ ଘରୁ ପ୍ରାୟ ୧୦୦ ମିଟର ଦୂରରେ ଭିଡକୁ ଅଟକାଇଥିଲେ। ସେହି ଘରେ କେହି ରୁହନ୍ତି ନାହିଁ କିନ୍ତୁ ଏହା କଡା ସୁରକ୍ଷା ଅଧୀନରେ ଅଛି।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଗଞ୍ଜାମ ଯିବେ ମୁଖ୍ୟମନ୍ତ୍ରୀ 🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଗଞ୍ଜାମ ଯିବେ ମୁଖ୍ୟମନ୍ତ୍ରୀ 🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ