Masthead

କଙ୍ଗାରୁ ଦଳର ସିରିଜ ବିଜୟ

 

ନୁଆଦିଲ୍ଲୀ(ବଡ଼ ଖବର ବ୍ୟୁରୋ): ଅଷ୍ଟ୍ରେଲିଆ ବିପକ୍ଷ ଦିନିକିଆ ସିରିଜ ହାରିଲା ଭାରତ । ୩ଟିକିଆ ସିରିଜ୍‌କୁ ୨-୧ରେ କବଜା କରିଛି କଙ୍ଗାରୁ ଦଳ । ବର୍ଡର-ଗାଭାସ୍କର ଟ୍ରିଫର ଟେଷ୍ଟ ସିରିଜ୍‌କୁ ୧-୨ରେ ହାରିଥିବା କଙ୍ଗାରୁ ଟିମ ଦିନିକିଆରେ ଭାରତ ପାଖରୁ ପ୍ରତିଶୋଦ କେଇଛି । ଶେଷ ଦିନିକିଆକୁ ୨୧ ରନରେ ନିଜ ନାଁରେ କରରିଛି ଟିମ ଅଷ୍ଟ୍ରେଲିଆ। ନିର୍ଣ୍ଣାୟକ ଦିନିକିଆରେ ପ୍ରଥମେ ବ୍ୟାଟିଂ କରି ଅଷ୍ଟ୍ରେଲିଆ ୨୬୯ ରନ କରି ଅଲଆଉଟ ହୋଇଯାଇଥିଲା।

ଏହାର ଜବାବରେ ଭାରତୀୟ ଟିମ ସମସ୍ତ ୱିକେଟ ହରାଇ କେବଳ ୨୪୮ ରନ କରିବାକୁ ସକ୍ଷମ ହୋଇଛି।  ଅଷ୍ଟ୍ରେଲିଆ ପାଇଁ ଲେଗ ସ୍ପିନର ଆଡାମ ଜାମ୍ପା ଦମଦାର ବୋଲିଂ କରି ଭାରତୀୟ ବ୍ୟାଟିଂ ଲାଇନ ଅପ୍‌କୁ ଧରାଶାଇ କରିଦେଇଥିଲେ। ତାଙ୍କ ସହ ଅଷ୍ଟନ ଆଗର ଭରପୂର ସାଥ ଦେଇଛନ୍ତି। ଜାମ୍ପା ୪ଟି ୱିକେଟ ଦଖଲ କରିଥିବା ବେଳେ ଆଗରଙ୍କୁ ୨ଟି ସଫଳତା ମିଳିଛି।

 

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଇରାନର କ୍ରାଉନ୍ ଜୁଏଲ୍ ଖାର୍ଗ ଦ୍ବୀପରେ ଆମେରିକାର ଆକ୍ରମଣ 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 108 ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ 🔴 ମଧ୍ୟପ୍ରାଚ୍ୟରେ ଯୁଦ୍ଧ, ଓଡ଼ିଆଙ୍କ ଫେରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ 🔴 ଶେରଗଡ ଘଟଣାକୁ ନେଇ ହୁଲୁସ୍ତୁଲ ହୋଇପାରେ ଗୃହ 🔴 ଇରାନର କ୍ରାଉନ୍ ଜୁଏଲ୍ ଖାର୍ଗ ଦ୍ବୀପରେ ଆମେରିକାର ଆକ୍ରମଣ 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 108 ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ 🔴 ମଧ୍ୟପ୍ରାଚ୍ୟରେ ଯୁଦ୍ଧ, ଓଡ଼ିଆଙ୍କ ଫେରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ 🔴 ଶେରଗଡ ଘଟଣାକୁ ନେଇ ହୁଲୁସ୍ତୁଲ ହୋଇପାରେ ଗୃହ