ଅଟୋକୁ ଧକ୍କା ଦେଲା ହାଇୱା, ୩ ମୃତ

ଅନୁଗୁଳ(ବଡ଼ ଖବର ବ୍ୟୁରୋ): ଅନୁଗୁଳ ବନ୍ତଳା ଥାନା ଶଙ୍ଖପୁର ନିକଟରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା। ଅଟୋକୁ ଧକ୍କାଦେଲା ହାଇୱା, ୩ ମୃତ । ଧକ୍କା ଦେବା ପରେ ଘଟଣାସ୍ଥଳରୁ ହାଇୱା ଫେରାର । ମୃତକ ହେଲେ କୁଲାସିହା ଗାଁର ପିତାମ୍ବର ପ୍ରଧାନ, ଗୁଣ୍ଡିଚା ପ୍ରଧାନ ଓ ମୁନା ପ୍ରଧାନ । ବଳମ୍ବିତ ରାତିରେ ଅଟୋରେ ୩ ଜଣ ଘରକୁ ଫେରୁଲା ବେଳେ ଘଟିଛି ଦୁର୍ଘଟଣା । ଦୁର୍ଘଟଣାରେ ୩ ଜଣଙ୍କ ମୃତ୍ୟୁ ହୋଇଥିବା ବେଳେ ୨ ଜଣକୁ ବନ୍ତଳା ମେଡ଼ିକାଲକୁ ପଠାଯାଇଛି । ଘଟଣାସ୍ଥଳରେ ପୋଲିସର ତଦନ୍ତ ଜାରି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଅତି ଭୀଷଣ ବାତ୍ୟା ରୂପ ନେଲା ‘ଅର୍ଣ୍ଣବ’ 🔴 ହିନ୍ଦୀ ଶିକ୍ଷକ ପରମେଶ୍ୱର ପଣ୍ଡାଙ୍କୁ ‘ନେସନ୍ ବିଲ୍ଡର ଆୱାର୍ଡ’ 🔴 ବଙ୍ଗୋପସାଗରରେ ସୃଷ୍ଟି ହେଲା ବାତ୍ୟା ‘ଅର୍ଣ୍ଣବ’ 🔴 ୫ IAS ଅଧିକାରୀଙ୍କୁ ୫ ଜିଲ୍ଲା ଦାୟିତ୍ବ 🔴 ବଙ୍ଗୋପସାଗରରେ ବଳ ଗୋଟାଉଛି ବାତ୍ୟା 🔴 ତିଦ୍ଦତରେ ପୁଣି ଭୂକମ୍ପ ଝଟକା 🔴 ସର୍ଭେ ହୋଇନଥିବା ତିନି ଗାଁରେ ନିର୍ବାଚନ କରିବ ଆନ୍ଧ୍ର! 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଅତି ଭୀଷଣ ବାତ୍ୟା ରୂପ ନେଲା ‘ଅର୍ଣ୍ଣବ’ 🔴 ହିନ୍ଦୀ ଶିକ୍ଷକ ପରମେଶ୍ୱର ପଣ୍ଡାଙ୍କୁ ‘ନେସନ୍ ବିଲ୍ଡର ଆୱାର୍ଡ’ 🔴 ବଙ୍ଗୋପସାଗରରେ ସୃଷ୍ଟି ହେଲା ବାତ୍ୟା ‘ଅର୍ଣ୍ଣବ’ 🔴 ୫ IAS ଅଧିକାରୀଙ୍କୁ ୫ ଜିଲ୍ଲା ଦାୟିତ୍ବ 🔴 ବଙ୍ଗୋପସାଗରରେ ବଳ ଗୋଟାଉଛି ବାତ୍ୟା 🔴 ତିଦ୍ଦତରେ ପୁଣି ଭୂକମ୍ପ ଝଟକା 🔴 ସର୍ଭେ ହୋଇନଥିବା ତିନି ଗାଁରେ ନିର୍ବାଚନ କରିବ ଆନ୍ଧ୍ର!