ପିକ୍‌ଅପ ଧକ୍କାରେ ଅଟୋ ଓଲଟି ୩ ଆହାତ

ବାଲେଶ୍ୱର(ବଡ଼ ଖବର ବ୍ୟୁରୋ): ବାଲେଶ୍ୱର ଜିଲ୍ଲା ବାହାନଗା ବ୍ଲକ ଗୋପାଳପୁର ଥାନା ବଜାର ମଧ୍ୟ ସ୍ଥଳରେ ଆଜି ଭୋର ସମୟରେ ଗୋଟିଏ ବେଆଇନ ଗୋରୁ ବୁଝେଇ ପିକଅପ ସାହସପୁରା ଆଡୁ ଆସୁଥିବା ବେଳେ ଗୋପାଳପୁର ବଜାର ଗୋଲେଇ ନିକଟରେ ଅଟୋ ବସିଥିବା ତିନିଜଣକୁ ଧକ୍କା ଦେଇଥିଲା ।

ଫଳରେ ଅଟୋରେ ବସିଥିବା ୩ ଜଣ ଆହତ ହୋଇଥିଲେ । ଖବର ପାଇ ଘଟଣା ସ୍ଥଳରେ ଗୋପାଳପୁର ପୋଲିସ ପହଂଚି ପିକଅପକୁ ଜବତ କରିବା ସହିତ ସେଥିରୁ ୨୫ରୁ ଉର୍ଦ୍ଧ ଗୋରୁ ଉଦ୍ଧାର କରିଛନ୍ତି । କିନ୍ତୁ ପ୍ରତେକ ଦିନ ଏହି ରାସ୍ତା ଦେଇ ସହ ସହ ଗୋରୁ ଗାଡି ଯାଉଥିବା ବେଳେ ବଜାର ନିକଟରେ ଗୋପାଳପୁର ଥାନା ଥିବାବେଳେ ପୋଲିସ କୌଣସି ପଦକ୍ଷେପ ନନେଉ ଥିବାରୁ ସାଧାରଣରେ ଅସନ୍ତୋଷ ଦେଖାଦେଇଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଗଞ୍ଜାମ ଯିବେ ମୁଖ୍ୟମନ୍ତ୍ରୀ 🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଗଞ୍ଜାମ ଯିବେ ମୁଖ୍ୟମନ୍ତ୍ରୀ 🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ