Masthead

୩୦୦୦ ମିଟର ଷ୍ଟିପଲଚେଜରେ ଅଭିନାଶ ସାବଲେ ଜିତିଲେ ସ୍ୱର୍ଣ୍ଣ

ନୂଆଦିଲ୍ଲୀ(ବଡ଼ ଖବର ବ୍ୟୁରୋ):ଏସୀୟ କ୍ରୀଡାରେ ଭାରତକୁ ମିଳୁଛି ଅନେକ ସଫଳତା । ଗୋଟେ ପରେ ଗୋଟେ ସ୍ୱର୍ଣ୍ଣ ହାତଉଛି ଭାରତ ।ଆଜି ଭାରତ ବିଭିନ୍ନ ବର୍ଗରେ ନିଜର ଶାନଦାର ପ୍ରଦର୍ଶନ କରିବା ସହ ପଦକ ହାସଲ କରିଛି । ଏହାରି ଭିତରେ ଭାରତକୁ ମିଳିଛି ଆଉ ଏକ ସ୍ୱର୍ଣ୍ଣ ପଦକ । ୩୦୦୦ ମିଟର ଷ୍ଟିପଲଚେଜରେ ଭାରତ ଏହି ସଫଳତା ହାସଲ କରିଛି । ଭାରତ ପାଇଁ ଏହି ଗୌରବ ଆଣିଛନ୍ତି ଅଭିନାଶ ସାବଲେ । ସାବଲେ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 ଅଭିଯୋଗ ଶୁଣିଲାନି ପ୍ରଶାସନ, ଘଣ୍ଟ ବାଡେଇ ପ୍ରତିବାଦ କଲେ ଗ୍ରାମବାସୀ 🔴 ୧୨ ଜିଲ୍ଲାକୁ ୟେଲୋ ଆଲର୍ଟ 🔴 ଆଶୀର୍ବାଦ ବର୍ଷାରେ ଭିଜୁଛନ୍ତି ଭକ୍ତ 🔴 ଅସଲ ରୂପ ଦେଖାଇଲେଣି ସୁଜାତା, ସାବଧାନ ନେତା 🔴 ଓଡ଼ିଶାର ୭୧ ସରକାରୀ ହାଇସ୍କୁଲରେ ଆରମ୍ଭ ହେବ +୨ ପାଠପଢା 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 ଅଭିଯୋଗ ଶୁଣିଲାନି ପ୍ରଶାସନ, ଘଣ୍ଟ ବାଡେଇ ପ୍ରତିବାଦ କଲେ ଗ୍ରାମବାସୀ 🔴 ୧୨ ଜିଲ୍ଲାକୁ ୟେଲୋ ଆଲର୍ଟ 🔴 ଆଶୀର୍ବାଦ ବର୍ଷାରେ ଭିଜୁଛନ୍ତି ଭକ୍ତ 🔴 ଅସଲ ରୂପ ଦେଖାଇଲେଣି ସୁଜାତା, ସାବଧାନ ନେତା 🔴 ଓଡ଼ିଶାର ୭୧ ସରକାରୀ ହାଇସ୍କୁଲରେ ଆରମ୍ଭ ହେବ +୨ ପାଠପଢା