Masthead

ମୁଖ୍ୟମନ୍ତ୍ରୀଙ୍କ ଜିଲ୍ଲାରେ ଆବାସ ଭେଳିକି

ପୋଲସରା (ବଡ଼ ଖବର ବ୍ୟୁରୋ): ଗରିବଙ୍କ ପାଇଁ ସରକାର କରିଛନ୍ତି ଅନେକ ଯୋଜନା । କିନ୍ତୁ କେତକ ଅଧିକରୀଙ୍କ ଖାମଖିଆଲି ମନୋଭାବ ଯୋଗୁଁ ଏଥିରୁ ବଞ୍ଚିତ ହେଉଛନ୍ତି ପ୍ରକୃତ ହିତାଧିକାରୀ । ମୁଖ୍ୟମନ୍ତ୍ରୀଙ୍କ ନିଜ ଜିଲ୍ଲା ଗଞ୍ଜାମରେ ଦେଖିବାକୁ ମିଳିଛି ଏହାର ଜ୍ୱଳନ୍ତ ଉଦାହରଣ । ଆବସ ଖଣ୍ଡେ ନପାଇ ଭଙ୍ଗା ଦଦରା ଘରେ ଜୀବନ ବିତାଉଛନ୍ତି ପୋଲସରା ବ୍ଲକ କଳମ୍ବ ପଞ୍ଚାୟତର ବିଦେଶୀ ଦାସ ଓ ତାଙ୍କ ସ୍ତ୍ରୀ ରହଣି ଦାସ । ଦେଖାଶୁଣା କରିବା ପାଇଁ ପାଖରେ ନିଜର ବୋଲି କେହି ନାହିଁ । ଓଳିଏ ଖାଇଲେ ଆରଓଳି ଉପାସ । ଏଭଳି ଅବସ୍ଥାରେ ଘରଖଣ୍ଡେ ପାଇଁ ପଞ୍ଚାୟତ ଅପିସଠାରୁ ଆରମ୍ଭ କରି ବ୍ଲକ ଅଫିସକୁ ଧାଇଁ ଧାଇଁ ନୟାନ୍ତ ହେଲେଣି ବିଦେଶୀ । କିଛି ଅସାଧୁ ଅଫିସରଙ୍କ ଯୋଗଁ ବିଦେଶୀ ସରକାରୀ ସୁବିଧାରୁ ବଞ୍ଚିତ ହୋଇଥିବା ଚର୍ଚ୍ଚା ହେଉଛି । କରୋନା ପାଇଁ ନୁଆ ଆବାସ ଲିଷ୍ଟି ଆସିନାହିଁ,ଆସିଲେ ଆମେ ବିଦେଶୀଙ୍କୁ ଯୋଗାଇ ଦିଆଯିବ ବୋଲି ପ୍ରତିଶ୍ରୁତି ଦେଇଛନ୍ତି କଳମ୍ବ ସରପଞ୍ଚ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ୩୦ରେ ବିଧାନସଭା ସ୍ୱତନ୍ତ୍ର ଅଧିବେଶନ 🔴 ଆପ ଛାଡିଲେ ରାଘବ ଚଡ୍ଡା 🔴 ଆଜି ଉପକୂଳରେ ୪୫ ଡିଗ୍ରି ଟପିପାରେ ପାରଦ 🔴 ବଲାଙ୍ଗିର ଯିବେ ମୁଖ୍ୟମନ୍ତ୍ରୀ 🔴 ପ୍ରେମିକ ସାଜିଲା ସଇତାନ 🔴 ପ୍ଲଟ୍‌ ବ୍ୟବସାୟୀଙ୍କ ହତ୍ୟା ଘଟଣା, ମାଷ୍ଟରମାଇଣ୍ଡ ପୁତୁରା ଓ ଝିଆରୀ 🔴 ଶୁକ୍ରବାର ଆଲୋଚନା ହେବାର ସମ୍ଭାବନା: ଟ୍ରମ୍ପ 🔴 ରେକର୍ଡ ଭାଙ୍ଗିଲା ତାତି, ୨୫ ସ୍ଥାନରେ ତାମପାତ୍ରା ୪୦ ଡିଗ୍ରି 🔴 ପଶ୍ଚିମବଙ୍ଗ-ତାମିଲନାଡୁରେ ଭୋଟ୍ 🔴 ଜନଗଣନା ବେଳେ ଅଧିକାରୀଙ୍କୁ ନିସ୍ତୁକ ମାଡ଼ 🔴 ୩୦ରେ ବିଧାନସଭା ସ୍ୱତନ୍ତ୍ର ଅଧିବେଶନ 🔴 ଆପ ଛାଡିଲେ ରାଘବ ଚଡ୍ଡା 🔴 ଆଜି ଉପକୂଳରେ ୪୫ ଡିଗ୍ରି ଟପିପାରେ ପାରଦ 🔴 ବଲାଙ୍ଗିର ଯିବେ ମୁଖ୍ୟମନ୍ତ୍ରୀ 🔴 ପ୍ରେମିକ ସାଜିଲା ସଇତାନ 🔴 ପ୍ଲଟ୍‌ ବ୍ୟବସାୟୀଙ୍କ ହତ୍ୟା ଘଟଣା, ମାଷ୍ଟରମାଇଣ୍ଡ ପୁତୁରା ଓ ଝିଆରୀ 🔴 ଶୁକ୍ରବାର ଆଲୋଚନା ହେବାର ସମ୍ଭାବନା: ଟ୍ରମ୍ପ 🔴 ରେକର୍ଡ ଭାଙ୍ଗିଲା ତାତି, ୨୫ ସ୍ଥାନରେ ତାମପାତ୍ରା ୪୦ ଡିଗ୍ରି 🔴 ପଶ୍ଚିମବଙ୍ଗ-ତାମିଲନାଡୁରେ ଭୋଟ୍ 🔴 ଜନଗଣନା ବେଳେ ଅଧିକାରୀଙ୍କୁ ନିସ୍ତୁକ ମାଡ଼