Masthead

କରୋନା କାଳରେ ରାଜ୍ୟରେ ନିର୍ମାଣ ହୋଇଛି ୧,୪୮,୫୦୦ ପକ୍କା ଘର: ୟୁଏନଡିପିର ପ୍ରଶଂସା

ଭୁବନେଶ୍ୱର, (ବଡ଼ ଖବର ବ୍ୟୁରୋ): ଓଡ଼ିଶାରେ କରୋନା କାଳରେ ତିଆରି ହୋଇଛି ୧,୪୮,୫୦୦ ବିଜୁ ପକ୍କା ଘର । ରାଜ୍ୟ ସରକାର ଏହି ତଥ୍ୟ ରଖିଛନ୍ତି । ଏହି ତଥ୍ୟ ଆଧାରରେ ଜାତିସଘଂଠାରୁ ପ୍ରଶଂସା ମଧ୍ୟ ସାଉଁଟିଛନ୍ତି ସରକାର । ୟୁନାଇଟେଡ ନେଶନ ଡେଭଲପମେଣ୍ଟ ପୋଗ୍ରାମ ବା ୟୁଏନଡିପିର ଭାରତ ଶାଖା ଟ୍ୱିଟ୍ କରି ଓଡ଼ିଶା ସରକାରଙ୍କୁ ଏଥିପାଇଁ ସାବାସୀ ଜଣାଇଛି ।

ଗ୍ରାମାଞ୍ଚଳରେ କଚ୍ଚା ଘରେ ରହୁଥିବା ଲୋକଙ୍କୁ ପକ୍କା ଘର ଯୋଗାଇବାକୁ ପଞ୍ଚାୟତିରାଜ ବିଭାଗ ସହ ୟୁଏନଡିପି ସହଭାଗୀ ଥିବା ମଧ୍ୟ ଜଣାଇଛି । ଏତେ ସଂଖ୍ୟକ ବିଜୁ ପକ୍କା ଘର ଗତ ୬ ମାସରେ ହିଁ ନିର୍ମାଣ ହୋଇଥିବା କୁହାଯାଇଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 108 ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ 🔴 ମଧ୍ୟପ୍ରାଚ୍ୟରେ ଯୁଦ୍ଧ, ଓଡ଼ିଆଙ୍କ ଫେରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ 🔴 ଶେରଗଡ ଘଟଣାକୁ ନେଇ ହୁଲୁସ୍ତୁଲ ହୋଇପାରେ ଗୃହ 🔴 ବିଜେଡି ଛାଡ଼ିଲେ ବାଲେଶ୍ୱର ସଦର ବ୍ଲକ ଅଧ୍ୟକ୍ଷା 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 108 ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ 🔴 ମଧ୍ୟପ୍ରାଚ୍ୟରେ ଯୁଦ୍ଧ, ଓଡ଼ିଆଙ୍କ ଫେରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ 🔴 ଶେରଗଡ ଘଟଣାକୁ ନେଇ ହୁଲୁସ୍ତୁଲ ହୋଇପାରେ ଗୃହ 🔴 ବିଜେଡି ଛାଡ଼ିଲେ ବାଲେଶ୍ୱର ସଦର ବ୍ଲକ ଅଧ୍ୟକ୍ଷା