ସ୍ୱପ୍ନରେ ଆସି କହିଲେ ରାମଲାଲା..ମୁଁ ୨୨ରେ ଅଯୋଧ୍ୟା ଆସୁନି’

ନୂଆଦିଲ୍ଲୀ (ବଡ଼ ଖବର ବ୍ୟୁରୋ): ବିହାର ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ଆର୍‌ଜେଡି ନେତା ଲାଲପ୍ରସାଦ ଯାଦବଙ୍କ ବଡ଼ପୁଅ ତଥା ମନ୍ତ୍ରୀ ତେଜ ପ୍ରତାପ ପୁଣି ଏକ ଅଜବ ମନ୍ତବ୍ୟ ଦେଇଛନ୍ତି। ପ୍ରଭୁ ରାମ ଜାନୁୟାରୀ ୨୨ରେ ଅଯୋଧ୍ୟାରେ ଆୟୋଜିତ ହେବାକୁ ଥିବା ଶ୍ରୀ ରାମ ପ୍ରାଣ ପ୍ରତିଷ୍ଠା କାର୍ଯ୍ୟକ୍ରମକୁ ଆସୁନାହାନ୍ତି। ମୋତେ ଏକ ସ୍ୱପ୍ନ ହୋଇଛି ଯେ, ପ୍ରଭୁ ରାମ ଭାରତୀୟ ଜନତା ଦଳର ଏହି ରାଜନୈତିକ କାର୍ଯ୍ୟକ୍ରମକୁ ଆସୁନାହାନ୍ତି। ଯାହାକୁ ନେଇ ରାଜନୀତି ଜୋର ଧରିଛି।

ପ୍ରାଣ ପ୍ରତିଷ୍ଠା ଉତ୍ସବକୁ ନେଇ ତେଜ ପ୍ରତାପ ଯାଦବ କହିଛନ୍ତି, ଯେତେବେଳେ ନିର୍ବାଚନ ଆସୁଛି, ସେତେବେଳେ ମନ୍ଦିର କଥା ମନେ ପଡ଼ୁଛି। ଆଉ ନିର୍ବାଚନ ସରିଗଲେ ମନ୍ଦିର କଥା ଭୁଲି ଯାଉଛନ୍ତି। ଇଏ କ’ଣ ଜରୁରୀ ଜାନୁଆରୀ ୨୨ ତାରିଖରେ ଶ୍ରୀରାମ ଆଯୋଧ୍ୟା ଆସିବେ? ମୁଁ କହୁଛି ସେଦିନ ରାମଜୀ ଆସିବେ ନାହିଁ। ରାମଜୀ ସ୍ୱପ୍ନରେ ଆସି ମୋତେ କହିଛନ୍ତି। ନିଜ ସଙ୍ଗଠନର କର୍ମକର୍ତ୍ତାଙ୍କୁ ଉଦ୍‌ବୋଧନ ଦେଲା ବେଳେ ସେ ଏପରି କହିଛନ୍ତି।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଅତି ଭୀଷଣ ବାତ୍ୟା ରୂପ ନେଲା ‘ଅର୍ଣ୍ଣବ’ 🔴 ହିନ୍ଦୀ ଶିକ୍ଷକ ପରମେଶ୍ୱର ପଣ୍ଡାଙ୍କୁ ‘ନେସନ୍ ବିଲ୍ଡର ଆୱାର୍ଡ’ 🔴 ବଙ୍ଗୋପସାଗରରେ ସୃଷ୍ଟି ହେଲା ବାତ୍ୟା ‘ଅର୍ଣ୍ଣବ’ 🔴 ୫ IAS ଅଧିକାରୀଙ୍କୁ ୫ ଜିଲ୍ଲା ଦାୟିତ୍ବ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଅତି ଭୀଷଣ ବାତ୍ୟା ରୂପ ନେଲା ‘ଅର୍ଣ୍ଣବ’ 🔴 ହିନ୍ଦୀ ଶିକ୍ଷକ ପରମେଶ୍ୱର ପଣ୍ଡାଙ୍କୁ ‘ନେସନ୍ ବିଲ୍ଡର ଆୱାର୍ଡ’ 🔴 ବଙ୍ଗୋପସାଗରରେ ସୃଷ୍ଟି ହେଲା ବାତ୍ୟା ‘ଅର୍ଣ୍ଣବ’ 🔴 ୫ IAS ଅଧିକାରୀଙ୍କୁ ୫ ଜିଲ୍ଲା ଦାୟିତ୍ବ