Masthead

ବାବୁ ଛେଉଣ୍ଡ ଖଣ୍ଡପଡା

ଖଣ୍ଡପଡା(ବଡ଼ ଖବର ବ୍ୟୁରୋ):ବିଧାୟକ ସୌମ୍ୟା ପଟ୍ଟନାୟକ ଦଳରୁ ବହିଷ୍କୃତ ହେବା ପରେ ମୂରବୀ ଶୂନ୍ୟ ଖଣ୍ଡପଡ଼ାରେ ଦେଖିବାକୁ ମିଳିଛି ଅଚଳ ଅବସ୍ଥା। ନା ଅଛନ୍ତି ବିଡ଼ିଓ, ନା ଅଛନ୍ତି ତହସିଲଦାର, ନା ଅତିରିକ୍ତ ତହସିଲଦାର , ନା ଅଛନ୍ତି ଏନ୍ଏସି କାର୍ଯ୍ୟ ନିର୍ବାହୀ ଅଧିକାରୀ ।

ଅଫିସ୍ ଗୁଡ଼ିକୁ କର୍ମଚାରି ମାନଙ୍କ ମନଇଚ୍ଛା ଯିବା ଆସିବା ଲାଗି ରହିଥିବା ବେଳେ ଅନେକ ଫାଇଲ ପତ୍ର ଅଟକି ରହିଛି। ସାଧାରଣରେ ଏ ନେଇ ଅସନ୍ତୁଷ୍ଟ ସୃଷ୍ଟି ହେଉଥିବା ବେଳେ ଜଗନ୍ନାଥଙ୍କ ଭରସାରେ ଖଣ୍ଡପଡ଼ା ବୋଲି ଶୁଣିବାକୁ ମିଳୁଛି ।

 

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଇରାନର କ୍ରାଉନ୍ ଜୁଏଲ୍ ଖାର୍ଗ ଦ୍ବୀପରେ ଆମେରିକାର ଆକ୍ରମଣ 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 108 ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ 🔴 ମଧ୍ୟପ୍ରାଚ୍ୟରେ ଯୁଦ୍ଧ, ଓଡ଼ିଆଙ୍କ ଫେରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ 🔴 ଶେରଗଡ ଘଟଣାକୁ ନେଇ ହୁଲୁସ୍ତୁଲ ହୋଇପାରେ ଗୃହ 🔴 ଇରାନର କ୍ରାଉନ୍ ଜୁଏଲ୍ ଖାର୍ଗ ଦ୍ବୀପରେ ଆମେରିକାର ଆକ୍ରମଣ 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 108 ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ 🔴 ମଧ୍ୟପ୍ରାଚ୍ୟରେ ଯୁଦ୍ଧ, ଓଡ଼ିଆଙ୍କ ଫେରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ 🔴 ଶେରଗଡ ଘଟଣାକୁ ନେଇ ହୁଲୁସ୍ତୁଲ ହୋଇପାରେ ଗୃହ