ତୃଣମୂଳ କଂଗ୍ରେସରେ ଯୋଗ ଦେଲେ ବାବୁଲ ସୁପ୍ରିଓ

କୋଲକାତା(ବଡ଼ ଖବର ବ୍ୟୁରୋ) :     ତୃଣମୂଳ କଂଗ୍ରେସରେ ଯୋଗ ଦେଲେ ବିଜେପି ନେତା ତଥା ପୂର୍ବତନ କେନ୍ଦ୍ର ମନ୍ତ୍ରୀ ବାବୁଲ ସୁପ୍ରିଓ । ନିକଟରେ ବିଜେପିରୁ ଇସ୍ତଫା ଦେବା ସହିତ ରାଜନୀତିରୁ ସନ୍ନ୍ୟାସ ଘୋଷଣା କରିଥିଲେ । ଆଉ କୌଣସି ଦଳରେ ଯୋଗ ଦେବେ ନାହିଁ ବୋଲି କହିଥିଲେ । ତେବେ ସୂଚନା ଅନୁସାରେ , କେନ୍ଦ୍ରରୁ ମନ୍ତ୍ରୀ ପଦ ଚାଲିଯିବା ପରେ ଅସନ୍ତୁଷ୍ଟ ହୋଇ ସେ ବିଜେପି ଛାଡିଥିଲେ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଅତି ଭୀଷଣ ବାତ୍ୟା ରୂପ ନେଲା ‘ଅର୍ଣ୍ଣବ’ 🔴 ହିନ୍ଦୀ ଶିକ୍ଷକ ପରମେଶ୍ୱର ପଣ୍ଡାଙ୍କୁ ‘ନେସନ୍ ବିଲ୍ଡର ଆୱାର୍ଡ’ 🔴 ବଙ୍ଗୋପସାଗରରେ ସୃଷ୍ଟି ହେଲା ବାତ୍ୟା ‘ଅର୍ଣ୍ଣବ’ 🔴 ୫ IAS ଅଧିକାରୀଙ୍କୁ ୫ ଜିଲ୍ଲା ଦାୟିତ୍ବ 🔴 ବଙ୍ଗୋପସାଗରରେ ବଳ ଗୋଟାଉଛି ବାତ୍ୟା 🔴 ତିଦ୍ଦତରେ ପୁଣି ଭୂକମ୍ପ ଝଟକା 🔴 ସର୍ଭେ ହୋଇନଥିବା ତିନି ଗାଁରେ ନିର୍ବାଚନ କରିବ ଆନ୍ଧ୍ର! 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଅତି ଭୀଷଣ ବାତ୍ୟା ରୂପ ନେଲା ‘ଅର୍ଣ୍ଣବ’ 🔴 ହିନ୍ଦୀ ଶିକ୍ଷକ ପରମେଶ୍ୱର ପଣ୍ଡାଙ୍କୁ ‘ନେସନ୍ ବିଲ୍ଡର ଆୱାର୍ଡ’ 🔴 ବଙ୍ଗୋପସାଗରରେ ସୃଷ୍ଟି ହେଲା ବାତ୍ୟା ‘ଅର୍ଣ୍ଣବ’ 🔴 ୫ IAS ଅଧିକାରୀଙ୍କୁ ୫ ଜିଲ୍ଲା ଦାୟିତ୍ବ 🔴 ବଙ୍ଗୋପସାଗରରେ ବଳ ଗୋଟାଉଛି ବାତ୍ୟା 🔴 ତିଦ୍ଦତରେ ପୁଣି ଭୂକମ୍ପ ଝଟକା 🔴 ସର୍ଭେ ହୋଇନଥିବା ତିନି ଗାଁରେ ନିର୍ବାଚନ କରିବ ଆନ୍ଧ୍ର!