Masthead

ବାବୁଲି ନାୟକଙ୍କ ପଲିଗ୍ରାଫ ଟେଷ୍ଟ ପାଇଁ ଦାବୀ

ନୟାଗଡ(ବଡ଼ ଖବର ବ୍ୟୁରୋ): ପରୀ ହତ୍ୟା ମାମଲାରେ ଥମୁନି ବିବାଦ । ନୟାଗଡର ପରୀ କେସରେ ଆସିଛି ଆଉ ଏକ ମୋଡ । ସରୋଜ ପରେ ଏବେ ଅନ୍ୟ ଜଣଙ୍କର ହେବାକୁ ଯାଉଛି ପଲିଗ୍ରାଫ ଟେଷ୍ଟ । ଭାରତୀୟ ବିକାଶ ପରିଷଦ ପକ୍ଷରୁ ପରୀ ହତ୍ୟା ମାମଲାକୁ ନେଇ ହାଇକୋର୍ଟରେ ଆଉ ଏକ ମାମଲା ଦାୟର ହୋଇଛି । ପରୀ କେସରେ ଏଫଆଇଆରରେ ନାଁ ଥିବା ବ୍ୟକ୍ତିଙ୍କ ପଲିଗ୍ରାଫ ଟେଷ୍ଟ କରିବା ସହ ସେମାନଙ୍କୁ ତଦନ୍ତ ପରିସରଭୁକ୍ତ କରିବାକୁ ମାମଲାରେ ଆବେଦନ କରାଯାଇଛି ।

ଅନ୍ୟତମ ସନ୍ଦିଗ୍ଧ ବାବୁଲି ନାୟକଙ୍କ ପଲିଗ୍ରାଫ ଟେଷ୍ଟ କରାଯାଉ ବୋଲି କୋର୍ଟରେ ଆବେଦନ ହୋଇଛି । ପରୀ ହତ୍ୟା ମାମଲାରେ ଏସଆଇଟି ତଦନ୍ତ ପରେ ଅଭିଯୁକ୍ତ ସରୋଜକୁ ଗିରଫ କରାଯାଇଥିଲା । ଅଭିଯୁକ୍ତ ହତ୍ୟା କରିଥିବା ନେଇ ନିଜେ ମାନିଛି ବୋଲି ଏସଆଇଟି ପକ୍ଷରୁ କୁହାଯାଇଥିଲା । ତେବେ ଏସଆଇଟି ତଦନ୍ତ ପରେ ବି ପରୀର ବାପା ମା’ ବାବୁଲି ନାୟକ ବିରୋଧରେ ଅଭିଯୋଗ କରୁଛନ୍ତି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 ଅଭିଯୋଗ ଶୁଣିଲାନି ପ୍ରଶାସନ, ଘଣ୍ଟ ବାଡେଇ ପ୍ରତିବାଦ କଲେ ଗ୍ରାମବାସୀ 🔴 ୧୨ ଜିଲ୍ଲାକୁ ୟେଲୋ ଆଲର୍ଟ 🔴 ଆଶୀର୍ବାଦ ବର୍ଷାରେ ଭିଜୁଛନ୍ତି ଭକ୍ତ 🔴 ଅସଲ ରୂପ ଦେଖାଇଲେଣି ସୁଜାତା, ସାବଧାନ ନେତା 🔴 ଓଡ଼ିଶାର ୭୧ ସରକାରୀ ହାଇସ୍କୁଲରେ ଆରମ୍ଭ ହେବ +୨ ପାଠପଢା 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 ଅଭିଯୋଗ ଶୁଣିଲାନି ପ୍ରଶାସନ, ଘଣ୍ଟ ବାଡେଇ ପ୍ରତିବାଦ କଲେ ଗ୍ରାମବାସୀ 🔴 ୧୨ ଜିଲ୍ଲାକୁ ୟେଲୋ ଆଲର୍ଟ 🔴 ଆଶୀର୍ବାଦ ବର୍ଷାରେ ଭିଜୁଛନ୍ତି ଭକ୍ତ 🔴 ଅସଲ ରୂପ ଦେଖାଇଲେଣି ସୁଜାତା, ସାବଧାନ ନେତା 🔴 ଓଡ଼ିଶାର ୭୧ ସରକାରୀ ହାଇସ୍କୁଲରେ ଆରମ୍ଭ ହେବ +୨ ପାଠପଢା