Masthead

ତୃଣମୂଳରେ ବାବୁଲ ସୁପ୍ରିଓ

କୋଲକାତା(ବଡ଼ କବର ବ୍ୟୁରୋ): ତୃଣମୂଳ କଂଗ୍ରେସରେ ଯୋଗ ଦେଲେ ବିଜେପି ନେତା ତଥା ପୂର୍ବତନ କେନ୍ଦ୍ରମନ୍ତ୍ରୀ ବାବୁଲ ସୁପ୍ରିଓ । ନିକଟରେ ବିଜେପିରୁ ଇସ୍ତଫା ଦେବା ସହିତ ରାଜନୀତିରୁ ସନ୍ନ୍ୟାସ ଘୋଷଣା କରିଥିଲେ । ଆଉ କୌଣସି ଦଳରେ ଯୋଗ ଦେବେ ନାହିଁ ବୋଲି କହିଥିଲେ । ସୂଚନା ଅନୁସାରେ , କେନ୍ଦ୍ରରୁ ମନ୍ତ୍ରୀ ପଦ ଚାଲିଯିବା ପରେ ଅସନ୍ତୁଷ୍ଟ ହୋଇ ସେ ବିଜେପି ଛାଡିଥିଲେ ।

ତେବେ ମମତାଙ୍କ ପ୍ରତି ଲୋକଙ୍କ ଭଲ ପାଇବାକୁ ଦେଖି ସେ ଟିଏମସିର କ୍ୟାଡର ଭାବେ କାର୍ଯ୍ୟ କରିବାକୁ ଚାହୁଁଥିବା କହିଛନ୍ତି। ଏଥିସହ ବିଜେପି ପ୍ରତିଶୋଧର ରାଜନୀତି କରୁଥିବା ବାବୁଲ ପରୋକ୍ଷରେ ସୂଚାଇ ଦେଇଛନ୍ତି। ସେପ୍ଟେମ୍ବର ୩୦ରେ ଭବାନୀପୁର ଉପ ନିର୍ବାଚନ ପାଇଁ ଭୋଟିଂ ହେବ। ଏଠାରେ ମମତା ନିଜେ ପ୍ରାର୍ଥୀ ହୋଇଛନ୍ତି। ହାଇଭୋଲଟେଜ ଲଢ଼େଇ ପୂର୍ବରୁ ବାବୁଲ ଟିଏମସିରେ ମିଶିବା ଦଳ ପାଇଁ ଆଶୀର୍ବାଦ ସଦୃଶ ହୋଇଛି। ଟିଏମସିରେ ଅନେକ ପ୍ରକାରର ସୁଯୋଗ ଥିବା ମଧ୍ୟ ବାବୁଲ କହିଛନ୍ତି।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଦୁଇ ଭାଇଙ୍କୁ ଧାରୁଆ ଅସ୍ତ୍ରରେ ମରଣାନ୍ତକ ଆକ୍ରମଣ 🔴 ଦ୍ଵିତୀୟ ଦିନରେ ସରଗରମ ହୋଇପାରେ ଗୃହ 🔴 ହର୍ମୁଜ ପ୍ରଣାଳୀ ଅବରୋଧ କଲେ ୨୦ ଗୁଣ ଅଧିକ କାର୍ଯ୍ୟାନୁଷ୍ଠାନ 🔴 ଟ୍ରମ୍ପଙ୍କ ବଡ ଘୋଷଣା, ଦୁର୍ବଳ ହୋଇ ପଡିଛି … 🔴 ମୋଜତାବ ଖାମେନେଇ ଇରାନର ନୂଆ ସୁପ୍ରିମ ଲିଡର୍ 🔴 ଆଇସକ୍ରିମ ଫ୍ୟାକ୍ଟ୍ରିରେ ବ୍ଲାଷ୍ଟ, ଜଣେ ମୃତ 🔴 ସାଉଦିରେ ଇରାନର ମିସାଇଲ ଆକ୍ରମଣ, ଜଣେ ଭାରତୀୟଙ୍କ ସମେତ ୨ ମୃତ 🔴 ପୁଣି ସରଗରମ ହେବ ବିଧାନସଭା 🔴 ଦୁବାଇରେ ପୁଣି ଆଟାକ୍ କଲା ଇରାନ 🔴 ତହସିଲଦାର ଓ ଆରଆଇଙ୍କ ବିରୋଧରେ ଚିଠି 🔴 ଦୁଇ ଭାଇଙ୍କୁ ଧାରୁଆ ଅସ୍ତ୍ରରେ ମରଣାନ୍ତକ ଆକ୍ରମଣ 🔴 ଦ୍ଵିତୀୟ ଦିନରେ ସରଗରମ ହୋଇପାରେ ଗୃହ 🔴 ହର୍ମୁଜ ପ୍ରଣାଳୀ ଅବରୋଧ କଲେ ୨୦ ଗୁଣ ଅଧିକ କାର୍ଯ୍ୟାନୁଷ୍ଠାନ 🔴 ଟ୍ରମ୍ପଙ୍କ ବଡ ଘୋଷଣା, ଦୁର୍ବଳ ହୋଇ ପଡିଛି … 🔴 ମୋଜତାବ ଖାମେନେଇ ଇରାନର ନୂଆ ସୁପ୍ରିମ ଲିଡର୍ 🔴 ଆଇସକ୍ରିମ ଫ୍ୟାକ୍ଟ୍ରିରେ ବ୍ଲାଷ୍ଟ, ଜଣେ ମୃତ 🔴 ସାଉଦିରେ ଇରାନର ମିସାଇଲ ଆକ୍ରମଣ, ଜଣେ ଭାରତୀୟଙ୍କ ସମେତ ୨ ମୃତ 🔴 ପୁଣି ସରଗରମ ହେବ ବିଧାନସଭା 🔴 ଦୁବାଇରେ ପୁଣି ଆଟାକ୍ କଲା ଇରାନ 🔴 ତହସିଲଦାର ଓ ଆରଆଇଙ୍କ ବିରୋଧରେ ଚିଠି