୪ଦିନ ରିମାଣ୍ଡରେ ଗଲା ବାବୁରାମ

ବାଲେଶ୍ୱର(ବଡ଼ ଖବର ବ୍ୟୁରୋ): ୪ଦିନ ରିମାଣ୍ଡରେ ଗଲା ବାବୁରାମ । ଚାନ୍ଦିପୁର ଆଇଟିଆର ତଥ୍ୟ ଲିକ୍ ଘଟଣାରେ ଗିରଫ ହୋଇଥିବା ବାବୁରାମକୁ ରିମାଣ୍ଡ ନେଇଛି ବାଲେଶ୍ୱର ପୋଲିସ । ଏସଡିଜେଏମ କୋର୍ଟ ରେ ୫ଦିନ ରିମାଣ୍ଡ ପାଇଁ ଆବେଦନ କରିଥିଲା ବାଲେଶ୍ଵର ପୋଲିସ । ୫ ଦିନ ପରିବର୍ତ୍ତେ ୪ ଦିନ ମଞ୍ଜୁର କଲେ ଏସଡିଜେଏମ କୋର୍ଟ । ବାବୁରାମ ପାକିସ୍ତାନ ଏଜେଣ୍ଟକୁ ଦେଉଥିଲେ ତଥ୍ୟ ।

ହନି ଟ୍ରାପର ଶିକାର ହୋଇ ଚାନ୍ଦିପୁର ଆଇଟିଆରର ଗୁପ୍ତ ତଥ୍ୟ ପାକିସ୍ତାନକୁ ଯୋଗାଉଥିଲେ । ୨୦୨୧ ସେପ୍ଟେମ୍ବର ୧୪ ରେ ମଧ୍ୟ ଚାନ୍ଦିପୁର ଆଇଟିଆରର ଗୁପ୍ତ ତଥ୍ୟ ଲିକ୍ କରି ୫ ଜଣ ଠିକା କର୍ମଚାରୀ ଗିରଫ ହୋଇଥିବା ବେଳେ ଏବେ ଆଇଟିଆରର ବଡ଼ ଟେକ୍ନିକାଲ ଅଫିସର ଧରା ପଡ଼ି ଗିରଫ ହେବା ପ୍ରଥମ କଥା । ତେବେ ଗିରଫ ହୋଇଥିବା ଅଫିସର ଜଣକ ଦୀର୍ଘ ଏକ ବର୍ଷ ଧରି ପାକିସ୍ତାନ ର ଜଣେ ହନି ଟ୍ରାପ୍ ସହ ଭିଡ଼ିଓ ବାର୍ତ୍ତାଳାପ କରୁଥିଲେ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଅତି ଭୀଷଣ ବାତ୍ୟା ରୂପ ନେଲା ‘ଅର୍ଣ୍ଣବ’ 🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଅତି ଭୀଷଣ ବାତ୍ୟା ରୂପ ନେଲା ‘ଅର୍ଣ୍ଣବ’