Masthead

୬ ବର୍ଷର ଶିଶୁ କନ୍ୟାକୁ ଦଳିଦେଲା ହାତୀ

ସୋର (ବଡ଼ ଖବର ବ୍ୟୁରୋ): ୬ ବର୍ଷର ଶିଶୁ କନ୍ୟାକୁ ଦଳିଦେଲା ହାତୀ । ଅଳ୍ପକେ ବର୍ତ୍ତିଲେ ପରିବାରର ଚାରି ସଦସ୍ୟ । ସୋର ଥାନା ସିଙ୍ଗାଖୁଣ୍ଟା ପଂଚାୟତ ସରଳିଆ ଗ୍ରାମରେ ଘଟିଛି ଅଘଟଣ । ଗ୍ରାମର ନିଶିକାନ୍ତ ଦେଉରୀ ନିଜ ପରିବାର ସହିତ ଘରେ ଶୋଇଥିଲେ। ବିଳମ୍ବିତ ରାତିରେ ତାଙ୍କ ଘରକୁ ହାତୀ ପଶିଥିଲା । ହାତୀର ଶବ୍ଦ ଶୁଣି ପରିବାର ଲୋକେ ଉଠି ହାତୀକୁ ଘଉଡାଇବା ବେଳେ ଗୋଟିଏ ହାତୀ ଘର ଭିତରକୁ ପଶିବା ସହିତ ନିଷିକାନ୍ତଙ୍କର ନଅ ବର୍ଷର ଶିଶୁ କନ୍ୟା ପରି ଦେଉରୀ ହଠାତ ଉଠି ଆସୁଥିବା ବେଳେ ତା ମୁଣ୍ଡ ଉପରେ ଚଢ଼ି ଯାଇଥିଲା। ଫଳରେ ଅଳ୍ପକେ ବତ୍ତିଯାଇଥିଲେ ପରିବାର ଲୋକେ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ