Masthead

ମରକ୍କୋରେ ମୃତ୍ୟୁସଂଖ୍ୟା ୨୮ଶହ ପାର୍; ଏବେବି ଚାଲିଛି ଉଦ୍ଧାର କାର୍ଯ୍ୟ

ନୂଆଦିଲ୍ଲୀ(ବଡ଼ ଖବର ବ୍ୟୁରୋ): ମରକ୍କୋରେ ଶକ୍ତିଶାଳୀ ଭୂକମ୍ପକୁ ୫୮ ଘଣ୍ଟା ବିତିସାରିଲାଣି । ହେଲେ ଏବେବି ଅନେକ ନିଖୋଜ ଥିବା ବେଳେ ଜାରି ରହିଛି ଉଦ୍ଧାର କାର୍ଯ୍ୟ । ଗତ ଶୁକ୍ରବାର ମରକ୍କୋରେ ହୋଇଥିବା ପ୍ରଳୟଙ୍କାରୀ ଭୂକମ୍ପରେ ଏ ପର୍ଯ୍ୟନ୍ତ ୨୮ ହଜାର ଲୋକଙ୍କ ମୃତ୍ୟୁ ହୋଇଛି । ଭୁମିକମ୍ପ ପୀଡିତଙ୍କୁ ଉଦ୍ଧାର କରିବା ଲାଗି ସ୍ପେନ , ବ୍ରିଟେନ ଏବଂ କତର ଟିମ୍ ଲାଗିଛନ୍ତି । ବହୁ ଜୀବିତ ଲୋକମାନେ ୩ ଦିନ ହେଲାଣି ରାସ୍ତା ଉପରେ କଟାଉଛନ୍ତି । ତେବେ ଶକ୍ତିଶାଳୀ ଭୂକମ୍ପରେ ମୃତକ ସଂଖ୍ୟା ୨୮୦୦ ଏବଂ ୨୫୨୬ ଲୋକ ଆହତ ହୋଇଥିବା ସୂଚନା ଦେଇଛି । ଏଥିରେ ଅନେକ ଦୁର୍ଗମ ଅଞ୍ଚଳକୁ ଉଦ୍ଧାରକାରୀ ଦଳ ପହଁଚି ନାହାନ୍ତି, ସେଥିପାଇଁ ମୃତକ ସଂଖ୍ୟା ଆହୁରୀ ବଢିବାର ସମ୍ଭାବନା ରହିଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 108 ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ 🔴 ମଧ୍ୟପ୍ରାଚ୍ୟରେ ଯୁଦ୍ଧ, ଓଡ଼ିଆଙ୍କ ଫେରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ 🔴 ଶେରଗଡ ଘଟଣାକୁ ନେଇ ହୁଲୁସ୍ତୁଲ ହୋଇପାରେ ଗୃହ 🔴 ବିଜେଡି ଛାଡ଼ିଲେ ବାଲେଶ୍ୱର ସଦର ବ୍ଲକ ଅଧ୍ୟକ୍ଷା 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 108 ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ 🔴 ମଧ୍ୟପ୍ରାଚ୍ୟରେ ଯୁଦ୍ଧ, ଓଡ଼ିଆଙ୍କ ଫେରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ 🔴 ଶେରଗଡ ଘଟଣାକୁ ନେଇ ହୁଲୁସ୍ତୁଲ ହୋଇପାରେ ଗୃହ 🔴 ବିଜେଡି ଛାଡ଼ିଲେ ବାଲେଶ୍ୱର ସଦର ବ୍ଲକ ଅଧ୍ୟକ୍ଷା