Masthead

‘ବଡ଼ ଖବର’ ବଡ଼ ପ୍ରଭାବ: ଖପ୍ରାଖୋଲ ରେଞ୍ଜର ବଦଳି

ବଲାଙ୍ଗିର(ବଡ଼ ଖବର ବ୍ୟୁରୋ): ‘ବଡ଼ ଖବର’ ବଡ଼ ପ୍ରଭାବ । ମହାଙ୍ଗା ପଡିଲା ଗଣମାଧ୍ୟମର କଣ୍ଠରୋଧ ଉଦ୍ୟମ । ବଲାଙ୍ଗିର ଖପ୍ରାଖୋଲର ବିବାଦୀୟ ରେଞ୍ଜର ଶ୍ରୀବତ୍ସ କୁମୁରାଙ୍କୁ ବଦଳି କରାଯାଇଛି । ଶ୍ରୀବତ୍ସଙ୍କୁ ଖପ୍ରାଖୋଲରୁ ବୌଦ୍ଧ ମାଧପୁରକୁ ସ୍ଥାନାନ୍ତର କରାଯାଇଛି । ଏନେଇ ରାଜ୍ୟ ସରକାରଙ୍କ ଜଙ୍ଗଲ ଓ ପରିବେଶ ବିଭାଗ ପକ୍ଷରୁ ବିଜ୍ଞପ୍ତି ଜାରି କରାଯାଇଛି । କୁମୁରାଙ୍କ ଜାଗାରେ ମାଧପୁର ରେଞ୍ଜର ସରୋଜ ମିଶ୍ରଙ୍କୁ ନିଯୁକ୍ତି ଦିଆଯାଇଛି ।

ଘଟଣା ଅନୁଯାୟୀ, ଗନ୍ଧମାର୍ଦନ ଜଙ୍ଗଲ ଜମିରୁ ବେଆଇନ ମାଟି ଉଠାଇ ବିବାଦ ଘେରକୁ ଆସିଥିଲେ କୁମୁରା । ରେଞ୍ଜରଙ୍କ ଏହି ବେଆଇନ ଖବରକୁ ବଡ଼ ଖବରରେ ପ୍ରସାରଣ ପରେ ବଡ଼ ଖବର ପ୍ରତିନିଧିଙ୍କୁ ହତ୍ୟା ଧମକ ବି ଦେଇଥିଲେ । ପରେ ଆଜି ତାଙ୍କୁ ବଦଳି କରାଯାଇଛି ।

 

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ତୀର୍ଥଯାତ୍ରୀ ବସ ଦୁର୍ଘଟଣା ଗ୍ରସ୍ତ 🔴 ବର୍ଷାକୁ ଅରେଞ୍ଜ ୱାର୍ଣ୍ଣିଂ 🔴 ବନସ୍ତେ ଡାକିଲା ଗଜ, ବରଷକେ ଥରେ ଆସିଛି ରଜ…. 🔴 ଭାରତୀୟ ନୂତନ ସ୍ଥଳସେନା ମୁଖ୍ୟ 🔴 ଆସାମରେ ବାୟୁସେନା ବିମାନ ଦୁର୍ଘଟଣା । 🔴 ଓଏଏସ ପ୍ରେମିକକୁ ମହଙ୍ଗା ପଡ଼ିଲା ପ୍ରେମ!ଚନ୍ଦ୍ରିକାଙ୍କ ମୃତ୍ୟୁ ବନ୍ଧାହେଲେ ଭୀମସେନ 🔴 ଆଜି ସଜବାଜ କାଲି ପହିଲି ରଜ 🔴 ଗୋମାଫିଆଙ୍କ ଘରେ ପୋଲିସର ଚଢ଼ାଉ 🔴 ଆଜିଠାରୁ ମହିଳା ବିଶ୍ୱକପ୍ ମହାକୁମ୍ଭ 🔴 ବଢିଲା ନିଟ୍ (ୟୁଜି)ପରୀକ୍ଷା ସମୟ ଅବଧି 🔴 ତୀର୍ଥଯାତ୍ରୀ ବସ ଦୁର୍ଘଟଣା ଗ୍ରସ୍ତ 🔴 ବର୍ଷାକୁ ଅରେଞ୍ଜ ୱାର୍ଣ୍ଣିଂ 🔴 ବନସ୍ତେ ଡାକିଲା ଗଜ, ବରଷକେ ଥରେ ଆସିଛି ରଜ…. 🔴 ଭାରତୀୟ ନୂତନ ସ୍ଥଳସେନା ମୁଖ୍ୟ 🔴 ଆସାମରେ ବାୟୁସେନା ବିମାନ ଦୁର୍ଘଟଣା । 🔴 ଓଏଏସ ପ୍ରେମିକକୁ ମହଙ୍ଗା ପଡ଼ିଲା ପ୍ରେମ!ଚନ୍ଦ୍ରିକାଙ୍କ ମୃତ୍ୟୁ ବନ୍ଧାହେଲେ ଭୀମସେନ 🔴 ଆଜି ସଜବାଜ କାଲି ପହିଲି ରଜ 🔴 ଗୋମାଫିଆଙ୍କ ଘରେ ପୋଲିସର ଚଢ଼ାଉ 🔴 ଆଜିଠାରୁ ମହିଳା ବିଶ୍ୱକପ୍ ମହାକୁମ୍ଭ 🔴 ବଢିଲା ନିଟ୍ (ୟୁଜି)ପରୀକ୍ଷା ସମୟ ଅବଧି