Masthead

ଅନୁଗୁଳରେ ‘ବଡ଼ ଖବର’ ଦିବସ ଶୁଭାରମ୍ଭ

ଅନୁଗୁଳ (ବଡ଼ ଖବର ବ୍ୟୁରୋ): ମା ତାରିଣୀଙ୍କୁ ସାକ୍ଷୀ ରଖି ମହାପ୍ରଭୁ ଜଗନ୍ନାଥଙ୍କୁ ମୁଖ୍ୟ ଅତିଥି ରୂପରେ ପାଇ ଆରମ୍ଭ ହେଲା ‘ବଡ଼ ଖବର ଦିବସ’। ଅନଗୁଳ ଜିଲ୍ଲା ନାଲକୋ ସ୍ଥିତ ଗିରାଙ୍ଗ ତାରିଣୀ ପୀଠରେ ପୂଜାର୍ଚ୍ଚନା କରି ଶୁଭାରମ୍ଭ କରାଗଲା ‘ବଡ଼ ଖବର’ ଦିବସ । ଏକ ନିରପେକ୍ଷ ନ୍ୟୁଜ ଚ୍ୟାନେଲ ଭାବେ ‘ବଡ଼ ଖବର’ ଲୋକଙ୍କ ପାଇଁ କାମ କରୁଥିବାରୁ ସ୍ଥାନୀୟବାସିନ୍ଦା ନିଜ ସକ୍ଷମ ଅନୁସାରେ ସହଯୋଗର ହାତ ବଢାଇଛନ୍ତି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ରାଜ୍ୟସଭା ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ 🔴 ନୂଆ ହିତାଧିକାରୀଙ୍କୁ ଆଜି ମିଳିବ ସୁଭଦ୍ରା ଟଙ୍କା 🔴 ରାଜ୍ୟରେ କମିଲା ଶୀତ 🔴 ଆଜି ମହାପ୍ରଭୁଙ୍କ ଦୁର୍ଲ୍ଲଭ ପଦ୍ମବେଶ 🔴 ରଥ ତିଆରି ପାଇଁ ଗଲା ରଥ କାଠ 🔴 ବିଜାପୁରରେ ଏନକାଉଣ୍ଟର, ୬ ମାଓବାଦୀ ନିହତ 🔴 ଜଳିଗଲା ୧ନଂ ହାଟ 🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ରାଜ୍ୟସଭା ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ 🔴 ନୂଆ ହିତାଧିକାରୀଙ୍କୁ ଆଜି ମିଳିବ ସୁଭଦ୍ରା ଟଙ୍କା 🔴 ରାଜ୍ୟରେ କମିଲା ଶୀତ 🔴 ଆଜି ମହାପ୍ରଭୁଙ୍କ ଦୁର୍ଲ୍ଲଭ ପଦ୍ମବେଶ 🔴 ରଥ ତିଆରି ପାଇଁ ଗଲା ରଥ କାଠ 🔴 ବିଜାପୁରରେ ଏନକାଉଣ୍ଟର, ୬ ମାଓବାଦୀ ନିହତ 🔴 ଜଳିଗଲା ୧ନଂ ହାଟ