Masthead

ଅନୁଗୁଳରେ ‘ବଡ଼ ଖବର’ ଦିବସ ଶୁଭାରମ୍ଭ

ଅନୁଗୁଳ (ବଡ଼ ଖବର ବ୍ୟୁରୋ): ମା ତାରିଣୀଙ୍କୁ ସାକ୍ଷୀ ରଖି ମହାପ୍ରଭୁ ଜଗନ୍ନାଥଙ୍କୁ ମୁଖ୍ୟ ଅତିଥି ରୂପରେ ପାଇ ଆରମ୍ଭ ହେଲା ‘ବଡ଼ ଖବର ଦିବସ’। ଅନଗୁଳ ଜିଲ୍ଲା ନାଲକୋ ସ୍ଥିତ ଗିରାଙ୍ଗ ତାରିଣୀ ପୀଠରେ ପୂଜାର୍ଚ୍ଚନା କରି ଶୁଭାରମ୍ଭ କରାଗଲା ‘ବଡ଼ ଖବର’ ଦିବସ । ଏକ ନିରପେକ୍ଷ ନ୍ୟୁଜ ଚ୍ୟାନେଲ ଭାବେ ‘ବଡ଼ ଖବର’ ଲୋକଙ୍କ ପାଇଁ କାମ କରୁଥିବାରୁ ସ୍ଥାନୀୟବାସିନ୍ଦା ନିଜ ସକ୍ଷମ ଅନୁସାରେ ସହଯୋଗର ହାତ ବଢାଇଛନ୍ତି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 ଅଭିଯୋଗ ଶୁଣିଲାନି ପ୍ରଶାସନ, ଘଣ୍ଟ ବାଡେଇ ପ୍ରତିବାଦ କଲେ ଗ୍ରାମବାସୀ 🔴 ୧୨ ଜିଲ୍ଲାକୁ ୟେଲୋ ଆଲର୍ଟ 🔴 ଆଶୀର୍ବାଦ ବର୍ଷାରେ ଭିଜୁଛନ୍ତି ଭକ୍ତ 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 ଅଭିଯୋଗ ଶୁଣିଲାନି ପ୍ରଶାସନ, ଘଣ୍ଟ ବାଡେଇ ପ୍ରତିବାଦ କଲେ ଗ୍ରାମବାସୀ 🔴 ୧୨ ଜିଲ୍ଲାକୁ ୟେଲୋ ଆଲର୍ଟ 🔴 ଆଶୀର୍ବାଦ ବର୍ଷାରେ ଭିଜୁଛନ୍ତି ଭକ୍ତ