ଢେଙ୍କାନାଳରେ ‘ବଡ଼ ଖବର’ ଦିବସର ଶୁଭାରମ୍ଭ

ଢେଙ୍କାନାଳ (ବଡ଼ ଖବର ବ୍ୟୁରୋ): ଢେଙ୍କାନାଳର ପ୍ରସିଦ୍ଧ କପିଳାସ ଚନ୍ଦ୍ର ଶେଖର ଜୀଉଙ୍କ ଆଶୀର୍ବାଦରେ ଷଡ଼ଙ୍ଗୀ ଠାରେ ଶୁଭାରମ୍ଭ ହେଲା ‘ବଡ଼ ଖବର’ ଦିବସ । କୌଣସି ପୁଞ୍ଜିପତି,ରାଜନେତାଙ୍କ ଦ୍ଵାରା ପରିଚାଳିତ ହେଉନାହିଁ ‘ବଡ଼ ଖବର’। ସିଧାସଳଖ ଲୋକଙ୍କ ସହଯୋଗରେ ଲୋକଙ୍କ ପାଇଁ ଏକ ନିରପେକ୍ଷ ନ୍ୟୁଜ ଚ୍ୟାନେଲ ଭାବେ ‘ବଡ଼ଖବର’ କାମକରୁଥିବାରୁ ସ୍ଥାନୀୟ ବାସିନ୍ଦା ସ୍ଵତଃପ୍ରବୃତ ଭାବେ ସହଯୋଗର ହାତ ବଢାଇଛନ୍ତି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଗଞ୍ଜାମ ଯିବେ ମୁଖ୍ୟମନ୍ତ୍ରୀ 🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଗଞ୍ଜାମ ଯିବେ ମୁଖ୍ୟମନ୍ତ୍ରୀ 🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ