Masthead

ଘଟଗାଁରେ ଶୁଭାରମ୍ଭ ହେଲା ‘ବଡ଼ ଖବର’ ଦିବସ

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ୨୪ଘଣ୍ଟିଆ ଓଡ଼ିଆ ସ୍ୟାଟେଲାଇଟ୍ ନ୍ୟୁଜ ଚ୍ୟାନେଲ ‘ବଡ଼ ଖବର’ । ସାଧାରଣ ଲୋକଙ୍କ ସ୍ୱର ପାଲଟି ଥିବା ‘ବଡ଼ ଖବର’ ଆଗକୁ ବଢୁଛି । ଜଗତରନାଥ ଶ୍ରୀଜଗନ୍ନାଥଙ୍କ ଆଶୀର୍ବାଦ ଓ ସାଢେ ଚାରିକୋଟି ଓଡ଼ିଆଙ୍କ ଭଲ ପାଇବା ‘ବଡ଼ ଖବର’ର ପୁଞ୍ଜି । ଲୋକଙ୍କ କଥା କହୁଥିବା ‘ବଡ଼ ଖବର’ ଚାହୁଁଛି ଆପଣଙ୍କ ସହଯୋଗ ।

ପ୍ରତି ମାସର ୭ତାରିଖରେ ରାଜ୍ୟର ବିଭିନ୍ନ ଜିଲ୍ଲା ଓ ବ୍ଲକରେ ଆୟୋଜିତ ହେଉଛି ହେଲପ ‘ବଡ଼ ଖବର’ ଅଭିଯାନ ବା ‘ବଡ଼ ଖବର’ ଦିବସ । ଏହି କ୍ରମରେ ଆଜି ଘଟଗାଁ ତାରିଣୀ ପୀଠରେ ଚାଲିଛି ‘ବଡ଼ ଖବର’ ଦିବସ । ‘ବଡ଼ ଖବର’ର ମୁଖ୍ୟ ସମ୍ପାଦକ ଅର୍ଦ୍ଧେନ୍ଦୁ ଦାସ ଉଦଘାଟନ କରିଛନ୍ତି । ଠିକ୍ ଅପରାହ୍ନ ୫ଟାରେ ଗୁଜୁରାଟୀ ସମାଜ ମଣ୍ଡପ କେନ୍ଦୁଝରରେ ‘ବଡ଼ ଖବର’ ଦିବସ ଆୟୋଜିତ ହେବ । ଆପଣ ଆସନ୍ତୁ ଏବଂ ସହଯୋଗର ହାତ ବଢାନ୍ତୁ । ‘ବଡ଼ ଖବର’ ଆଗକୁ ବଢିବାରେ ସହଯୋଗ କରନ୍ତୁ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 ଅଭିଯୋଗ ଶୁଣିଲାନି ପ୍ରଶାସନ, ଘଣ୍ଟ ବାଡେଇ ପ୍ରତିବାଦ କଲେ ଗ୍ରାମବାସୀ 🔴 ୧୨ ଜିଲ୍ଲାକୁ ୟେଲୋ ଆଲର୍ଟ 🔴 ଆଶୀର୍ବାଦ ବର୍ଷାରେ ଭିଜୁଛନ୍ତି ଭକ୍ତ 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 ଅଭିଯୋଗ ଶୁଣିଲାନି ପ୍ରଶାସନ, ଘଣ୍ଟ ବାଡେଇ ପ୍ରତିବାଦ କଲେ ଗ୍ରାମବାସୀ 🔴 ୧୨ ଜିଲ୍ଲାକୁ ୟେଲୋ ଆଲର୍ଟ 🔴 ଆଶୀର୍ବାଦ ବର୍ଷାରେ ଭିଜୁଛନ୍ତି ଭକ୍ତ