କୋଇଡାରେ ‘ବଡ଼ ଖବର’ ଦିବସର ଶୁଭାରମ୍ଭ

କୋଇଡ଼ା (ବଡ଼ ଖବର ବ୍ୟୁରୋ): ପ୍ରତ୍ୟେକ ମାସ ୭ ତାରିଖକୁ ‘ବଡ଼ ଖବର’ ଦିବସ ପାଳନ କରାଯାଉଥିବା ବେଳେ  ଏହି କ୍ରମରେ ସୁନ୍ଦରଗଡ଼ ଜିଲ୍ଲା କୋଇଡା ବ୍ଲକର ଟେନସା ମାର୍କେଟ ଛକ ନିକଟରେ ହେଲ୍ପ ‘ବଡ଼ ଖବର’ ଅଭିଯାନ ଆଜି ସକାଳ ଅନୁଷ୍ଠିତ ହୋଇଥିଲା । ଏଥିରେ ଟେନସା ଅଞ୍ଚଳର ଅନେକ ଜନସାଧାରଣ ଯୋଗଦେଇ ‘ବଡ଼ ଖବର’ ହେଲ୍ପ ଅଭିଯାନକୁ ସଫଳ କରାଇବା ପାଇଁ ଆର୍ଥିକ ସହାୟତା ପ୍ରଦାନ କରିଥିଲେ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଅତି ଭୀଷଣ ବାତ୍ୟା ରୂପ ନେଲା ‘ଅର୍ଣ୍ଣବ’ 🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଅତି ଭୀଷଣ ବାତ୍ୟା ରୂପ ନେଲା ‘ଅର୍ଣ୍ଣବ’