Masthead

ନାଉଗାଁରେ ‘ବଡ଼ ଖବର’ ଦିବସର ଶୁଭାରମ୍ଭ

ନାଉଗାଁ (ବଡ଼ ଖବର ବ୍ୟୁରୋ): ଜଗଜ୍ଜନନୀ ମା’ ଶାରଳାଙ୍କ ଆଶୀର୍ବାଦରେ ନାଉଗାଁରେ ଶୁଭାରମ୍ଭ ହେଲା ‘ବଡ଼ ଖବର’ ଦିବସ । ଏକ ନିରପେକ୍ଷ ନ୍ୟୁଜ ଚ୍ୟାନେଲ ଭାବେ ‘ବଡ଼ଖବର’ ଲୋକଙ୍କ ପାଇଁ କାମ କରୁଥିବାରୁ ସ୍ଥାନୀୟ ବାସିନ୍ଦା ସହଯୋଗର ହାତ ବଢାଇଛନ୍ତି । ଜଗତସିଂହପୁର ଜିଲ୍ଲା ନାଉଗାଁ ବଜାର ସ୍ଥିତ କାଦମ୍ବିନୀ ମଣ୍ଡପରେ ଚାଲିଛି ‘ବଡ଼ ଖବର’ ଦିବସ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଅଗଷ୍ଟ ୩ରୁ ପୁଣି ବର୍ଷା! 🔴 ବନ୍ୟା ପାଣିରୁ ଜୀବନ ବଞ୍ଚାଇବା ପାଇଁ ତାଳ ଗଛରେ କଟିଲା ଦିନ 🔴 ମେଡିକାଲ୍ ପିଜି ପରୀକ୍ଷାରେ ପେପର ଲିକ୍! 🔴 ନାବାଳକ ପେଟରେ ପଶିଗଲା ସାଇକେଲ ହ୍ୟାଣ୍ଡେଲ 🔴 ଫୁଲୁଛି ମହାନଦୀ, ସନ୍ଧ୍ୟା ସୁଦ୍ଧା ଆସିପାରେ ୯ ଲକ୍ଷ କ୍ୟୁସେକ୍ ପାଣି.. 🔴 କାଦୁଅରେ ପଶି କଲବଲ ହେଲା ଦନ୍ତା 🔴 ବନ୍ୟା ସ୍ଥିତି ନେଇ ରାଜସ୍ୱ ମନ୍ତ୍ରୀଙ୍କ ସମୀକ୍ଷା ବୈଠକ 🔴 ଆଜି ଦକ୍ଷିଣ ଓ ପଶ୍ଚିମ ଓଡ଼ିଶାରେ ପ୍ରବଳ ବର୍ଷା! 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ଅଗଷ୍ଟ ୩ରୁ ପୁଣି ବର୍ଷା! 🔴 ବନ୍ୟା ପାଣିରୁ ଜୀବନ ବଞ୍ଚାଇବା ପାଇଁ ତାଳ ଗଛରେ କଟିଲା ଦିନ 🔴 ମେଡିକାଲ୍ ପିଜି ପରୀକ୍ଷାରେ ପେପର ଲିକ୍! 🔴 ନାବାଳକ ପେଟରେ ପଶିଗଲା ସାଇକେଲ ହ୍ୟାଣ୍ଡେଲ 🔴 ଫୁଲୁଛି ମହାନଦୀ, ସନ୍ଧ୍ୟା ସୁଦ୍ଧା ଆସିପାରେ ୯ ଲକ୍ଷ କ୍ୟୁସେକ୍ ପାଣି.. 🔴 କାଦୁଅରେ ପଶି କଲବଲ ହେଲା ଦନ୍ତା 🔴 ବନ୍ୟା ସ୍ଥିତି ନେଇ ରାଜସ୍ୱ ମନ୍ତ୍ରୀଙ୍କ ସମୀକ୍ଷା ବୈଠକ 🔴 ଆଜି ଦକ୍ଷିଣ ଓ ପଶ୍ଚିମ ଓଡ଼ିଶାରେ ପ୍ରବଳ ବର୍ଷା! 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ