Masthead

କେନ୍ଦୁଝରରେ ‘ବଡ଼ ଖବର’ ହେଲପ ଅଭିଯାନ, ଆପଣ ନିଶ୍ଚୟ ଆସିବେ

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ):୨୪ଘଣ୍ଟିଆ ଓଡ଼ିଆ ସ୍ୟାଟେଲାଇଟ୍ ନ୍ୟୁଜ ଚ୍ୟାନେଲ ‘ବଡ଼ ଖବର’ । ସାଧାରଣ ଲୋକଙ୍କ ସ୍ୱର ପାଲଟି ଥିବା ‘ବଡ଼ ଖବର’ ଆଗକୁ ବଢୁଛି । ଜଗତରନାଥ ଶ୍ରୀଜଗନ୍ନାଥଙ୍କ ଆଶୀର୍ବାଦ ଓ ସାଢେ ଚାରିକୋଟି ଓଡ଼ିଆଙ୍କ ଭଲ ପାଇବା ‘ବଡ଼ ଖବର’ର ପୁଞ୍ଜି । ଲୋକଙ୍କ କଥା କହୁଥିବା ‘ବଡ଼ ଖବର’ ଚାହୁଁଛି ଆପଣଙ୍କ ସହଯୋଗ । ପ୍ରତି ମାସର ୭ତାରିଖରେ ରାଜ୍ୟର ବିଭିନ୍ନ ଜିଲ୍ଲା ଓ ବ୍ଲକରେ ଆୟୋଜିତ ହେଉଛି ହେଲପ ‘ବଡ଼ ଖବର’ ଅଭିଯାନ ବା ‘ବଡ଼ ଖବର’ ଦିବସ ।

ଏହି କ୍ରମରେ କାଲି ଆୟୋଜିତ ଘଟଗାଁ ତାରିଣୀଙ୍କ ପୀଠରେ ଆୟୋଜିତ ହେଉଛି ‘ବଡ଼ ଖବର’ ଦିବସ । ସକାଳ ୯ଟାରେ ମା’ ତାରିଣୀ ମନ୍ଦିର ପାଲାମଣ୍ଡପ ଘଟଗାଁରେ ଆୟୋଜିତ କାର୍ଯ୍ୟକ୍ରମକୁ ‘ବଡ଼ ଖବର’ର ମୁଖ୍ୟ ସମ୍ପାଦକ ଅର୍ଦ୍ଧେନ୍ଦୁ ଦାସ ଉଦଘାଟନ କରିବେ । ଆପଣ ନିଶ୍ଚୟ ଆସିବେ । ସହଯୋଗ କରିବେ । ଠିକ୍ ଅପରାହ୍ନ ୫ଟାରେ ଗୁଜୁରାଟୀ ସମାଜ ମଣ୍ଡପ କେନ୍ଦୁଝରରେ ‘ବଡ଼ ଖବର’ ଦିବସ ଆୟୋଜିତ ହେବ । ଆପଣ ଆସନ୍ତୁ । ନିଶ୍ଚୟ ଆସନ୍ତୁ । ସହଯୋଗର ହାତ ବଢାନ୍ତୁ । ‘ବଡ଼ ଖବର’ ଆଗକୁ ବଢିବାରେ ସହଯୋଗ କରନ୍ତୁ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଅଗଷ୍ଟ ୩ରୁ ପୁଣି ବର୍ଷା! 🔴 ବନ୍ୟା ପାଣିରୁ ଜୀବନ ବଞ୍ଚାଇବା ପାଇଁ ତାଳ ଗଛରେ କଟିଲା ଦିନ 🔴 ମେଡିକାଲ୍ ପିଜି ପରୀକ୍ଷାରେ ପେପର ଲିକ୍! 🔴 ନାବାଳକ ପେଟରେ ପଶିଗଲା ସାଇକେଲ ହ୍ୟାଣ୍ଡେଲ 🔴 ଫୁଲୁଛି ମହାନଦୀ, ସନ୍ଧ୍ୟା ସୁଦ୍ଧା ଆସିପାରେ ୯ ଲକ୍ଷ କ୍ୟୁସେକ୍ ପାଣି.. 🔴 କାଦୁଅରେ ପଶି କଲବଲ ହେଲା ଦନ୍ତା 🔴 ବନ୍ୟା ସ୍ଥିତି ନେଇ ରାଜସ୍ୱ ମନ୍ତ୍ରୀଙ୍କ ସମୀକ୍ଷା ବୈଠକ 🔴 ଆଜି ଦକ୍ଷିଣ ଓ ପଶ୍ଚିମ ଓଡ଼ିଶାରେ ପ୍ରବଳ ବର୍ଷା! 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ଅଗଷ୍ଟ ୩ରୁ ପୁଣି ବର୍ଷା! 🔴 ବନ୍ୟା ପାଣିରୁ ଜୀବନ ବଞ୍ଚାଇବା ପାଇଁ ତାଳ ଗଛରେ କଟିଲା ଦିନ 🔴 ମେଡିକାଲ୍ ପିଜି ପରୀକ୍ଷାରେ ପେପର ଲିକ୍! 🔴 ନାବାଳକ ପେଟରେ ପଶିଗଲା ସାଇକେଲ ହ୍ୟାଣ୍ଡେଲ 🔴 ଫୁଲୁଛି ମହାନଦୀ, ସନ୍ଧ୍ୟା ସୁଦ୍ଧା ଆସିପାରେ ୯ ଲକ୍ଷ କ୍ୟୁସେକ୍ ପାଣି.. 🔴 କାଦୁଅରେ ପଶି କଲବଲ ହେଲା ଦନ୍ତା 🔴 ବନ୍ୟା ସ୍ଥିତି ନେଇ ରାଜସ୍ୱ ମନ୍ତ୍ରୀଙ୍କ ସମୀକ୍ଷା ବୈଠକ 🔴 ଆଜି ଦକ୍ଷିଣ ଓ ପଶ୍ଚିମ ଓଡ଼ିଶାରେ ପ୍ରବଳ ବର୍ଷା! 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ