Masthead

ଉଦଘାଟିତ ହେଲା ୨୪ଘଣ୍ଟିଆ ସ୍ୟାଟେଲାଇଟ ନ୍ୟୁଜ୍ ଚ୍ୟାନେଲ ‘ବଡ଼ ଖବର’

ଭୁବନେଶ୍ୱର, (ବଡ଼ ଖବର ବ୍ୟୁରୋ): ଅବହେଳିତ, ନିଷ୍ପେସିତ ଜନତାର ବନ୍ଧୁ ୨୪ ଘଣ୍ଟିଆ ସ୍ୟାଟେଲାଇଟ ନ୍ୟୁଜ୍ ଚ୍ୟାନେଲ ‘ବଡ଼ ଖବର’ ଆଜି ବିଜୟା ଦଶମୀରେ ଉଦଘାଟିତ ହୋଇଯାଇଛି । ଭକ୍ତିମୟ ପରିବେଶରେ ‘ବଡ଼ ଖବର’ର ସମ୍ପାଦକ ଅର୍ଦ୍ଧେନ୍ଦୁ ଦାସ ପ୍ରଭୁ ଶ୍ରୀଜଗନ୍ନାଥଙ୍କ ଶରଣାପନ୍ନ ହୋଇ ଏହି ସ୍ୟାଟେଲାଇଟ ୨୪x୭ ନ୍ୟୁଜ୍ ଚ୍ୟାନେଲକୁ ଉଦଘାଟନ କରିଛନ୍ତି ।

ଭୁବନେଶ୍ୱର ଟଙ୍କପାଣି ଛକ ନିକଟସ୍ଥ ଆଇବିଏଲ ହାଉସ୍ ପରିସରରେ ଅନୁଷ୍ଠିତ ପୂଜାପାଠ ଓ ଯଜ୍ଞରେ ମୁଖ୍ୟ ପୁରୋଧା ଥିଲେ ପ୍ରଭୁ ଶ୍ରୀଜଗନ୍ନାଥ । ଶ୍ରୀଜିଉଙ୍କ ଆଶ୍ରିତ ତଥା ବଡ଼ ଖବରର ସମ୍ପାଦକ ଅର୍ଦ୍ଧେନ୍ଦୁ ଦାସ ପୂଜାପାଠ ଓ ଯଜ୍ଞରେ ଥିଲେ କର୍ତ୍ତା । ମନ୍ତ୍ର ଧ୍ୱନିରେ କମ୍ପିଥିଲା ସମଗ୍ର ପରିବେଶ । ‘ବଡ଼ ଖବର’ ପରିବାରର ସମସ୍ତ ସଦସ୍ୟ ଉପସ୍ଥିତ ରହି ବିଭୁବନ୍ଦନା କରିବା ସହ ଏହି ଚ୍ୟାନେଲକୁ ଆଗେଇ ନେବା ପାଇଁ ପ୍ରଭୁ ଶ୍ରୀଜଗନ୍ନାଥଙ୍କ ଆଶିଷ ଭିକ୍ଷା କରିଥିଲେ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଜାଡ଼ରେ ଥରୁଛି ଓଡ଼ିଶା, ୧୦ ଡିଗ୍ରୀ ତଳେ ରାଜ୍ୟର ବିଭିନ୍ନ ସହରର ତାପମାତ୍ରା 🔴 ବରିଷ୍ଠ କଂଗ୍ରେସ ନେତା ଶିବରାଜ ପାଟିଲଙ୍କ ଦେହାନ୍ତ 🔴 ଶୀତରୁ ନିସ୍ତାର ନାହିଁ 🔴 ରାସ୍ତା କଡ଼ରେ ଫିଙ୍ଗିଦେଲେ ସରକାରୀ ଔଷଧ 🔴 ବିଳମ୍ବିତ ରାତିରେ ଅନୁଗୁଳରେ ଗୁଳିମାଡ଼ 🔴 ଭୁବନେଶ୍ୱରରୁ ୮ଟି ବିମାନ ବାତିଲ 🔴 ରାଜ୍ୟରେ ଅସମ୍ଭାଳ ଜାଡ଼ 🔴 ମିଳିଲା ରାଖେଲଗୁଡ଼ା ମହିଳାଙ୍କ କଟାମୁଣ୍ଡ 🔴 ଆନ୍ଦୋଳନରୁ ହଟିଲେ ପ୍ରାଥମିକ ଶିକ୍ଷକ 🔴 ରାଜ୍ୟରେ ଆହୁରି ବଢ଼ିବ ଥଣ୍ଡା 🔴 ଜାଡ଼ରେ ଥରୁଛି ଓଡ଼ିଶା, ୧୦ ଡିଗ୍ରୀ ତଳେ ରାଜ୍ୟର ବିଭିନ୍ନ ସହରର ତାପମାତ୍ରା 🔴 ବରିଷ୍ଠ କଂଗ୍ରେସ ନେତା ଶିବରାଜ ପାଟିଲଙ୍କ ଦେହାନ୍ତ 🔴 ଶୀତରୁ ନିସ୍ତାର ନାହିଁ 🔴 ରାସ୍ତା କଡ଼ରେ ଫିଙ୍ଗିଦେଲେ ସରକାରୀ ଔଷଧ 🔴 ବିଳମ୍ବିତ ରାତିରେ ଅନୁଗୁଳରେ ଗୁଳିମାଡ଼ 🔴 ଭୁବନେଶ୍ୱରରୁ ୮ଟି ବିମାନ ବାତିଲ 🔴 ରାଜ୍ୟରେ ଅସମ୍ଭାଳ ଜାଡ଼ 🔴 ମିଳିଲା ରାଖେଲଗୁଡ଼ା ମହିଳାଙ୍କ କଟାମୁଣ୍ଡ 🔴 ଆନ୍ଦୋଳନରୁ ହଟିଲେ ପ୍ରାଥମିକ ଶିକ୍ଷକ 🔴 ରାଜ୍ୟରେ ଆହୁରି ବଢ଼ିବ ଥଣ୍ଡା