Masthead

ଶ୍ରୀମନ୍ଦିରରେ ପଡିଲା ରକ୍ତଛିଟା, ମହାପ୍ରଭୁଙ୍କର ହେଲା ବଡମହାସ୍ନାନ

ପୁରୀ(ବଡ଼ ଖବର ବ୍ୟୁରୋ): ଶ୍ରୀମନ୍ଦିରରେ ଅଘଟଣ। ଭିତରକାଠ ନିକଟରେ ରକ୍ତଛିଟା ପଡିବାରୁ ମହାପ୍ରଭୁଙ୍କର ହେଲା ବଡମହାସ୍ନାନ। ମଙ୍ଗଳାଳତୀ ପୂର୍ବରୁ ମହାସ୍ନାନ ହେଲେ ମହାପ୍ରଭୁ। ସକାଳ ୫ଟା ୨୧ରେ ସିଂହଦ୍ଵାର ଫିଟିବା ପରେ ପ୍ରଥମେ ସେବାୟତ ଘରର ମହିଳାମାନେ ମହାପ୍ରଭୁଙ୍କ ଦର୍ଶନ ପାଇଁ ପ୍ରବେଶ କରିଥିଲେ। ଭିତରକାଠ ନିକଟ ଧୁକୁଡି ଦ୍ୱାର ନିକଟରେ ଜଣେ ସେବାୟତ ମହିଳାଙ୍କ ଆଙ୍ଗୁଠିରୁ ରକ୍ତଛିଟା ଲାଗିଥିଲା। ଫଳରେ ମଙ୍ଗଳ ଆଳତି ପୂର୍ବରୁ ନୀତି ଅଟକିଥିବା ଜଣାପଡିଛି। ମହାପ୍ରଭୁଙ୍କ ବଡ଼ ମହାସ୍ନାନ ହେବା ପରେ ନୀତି ଆଗକୁ ବଢିବ ବୋଲି ଜଣାପଡିଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ରାଜ୍ୟସଭା ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ 🔴 ନୂଆ ହିତାଧିକାରୀଙ୍କୁ ଆଜି ମିଳିବ ସୁଭଦ୍ରା ଟଙ୍କା 🔴 ରାଜ୍ୟରେ କମିଲା ଶୀତ 🔴 ଆଜି ମହାପ୍ରଭୁଙ୍କ ଦୁର୍ଲ୍ଲଭ ପଦ୍ମବେଶ 🔴 ରଥ ତିଆରି ପାଇଁ ଗଲା ରଥ କାଠ 🔴 ବିଜାପୁରରେ ଏନକାଉଣ୍ଟର, ୬ ମାଓବାଦୀ ନିହତ 🔴 ଜଳିଗଲା ୧ନଂ ହାଟ 🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ରାଜ୍ୟସଭା ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ 🔴 ନୂଆ ହିତାଧିକାରୀଙ୍କୁ ଆଜି ମିଳିବ ସୁଭଦ୍ରା ଟଙ୍କା 🔴 ରାଜ୍ୟରେ କମିଲା ଶୀତ 🔴 ଆଜି ମହାପ୍ରଭୁଙ୍କ ଦୁର୍ଲ୍ଲଭ ପଦ୍ମବେଶ 🔴 ରଥ ତିଆରି ପାଇଁ ଗଲା ରଥ କାଠ 🔴 ବିଜାପୁରରେ ଏନକାଉଣ୍ଟର, ୬ ମାଓବାଦୀ ନିହତ 🔴 ଜଳିଗଲା ୧ନଂ ହାଟ