Masthead

ବିଜେପିରେ ମିଶିଲେ ଶତାଧିକ କର୍ମୀ

ବଡଚଣା (ବଡ଼ ଖବର ବ୍ୟୁରୋ): ବଡଚଣା ରାଜନୀତିରେ ଘଡିକେ ଘୋଡା ଛୁଟୁଛି। ବିଜେଡି ଓ କଂଗ୍ରେସ ପ୍ରାର୍ଥୀ ଚୟନ କରିନଥିବା ବେଳେ ବିଜେପି ଅମର ନାୟକଙ୍କୁ ଚୟନ କରିଛି। ବିଜେପି ପ୍ରାର୍ଥୀ ଅମର ନାୟକ ଏବେ ନିର୍ବାଚନ ମଇଦାନକୁ ଓହ୍ଲାଇଛନ୍ତି। ମିଶାଣ ଫେଡାଣ ରାଜନୀତିରେ ବଳି ପଡୁଛି ବିଜେଡି ଓ କଂଗ୍ରେସ। ଦୈନିକ ଶତାଧିକ ବିଜେଡି ଓ କଂଗ୍ରେସ କର୍ମୀମାନେ ବିଜେପି ନେତା ଅମର ନାୟକଙ୍କ ଉପରେ ଆସ୍ଥା ପ୍ରକଟ କରି ଦଳରେ ମିଶି ଶ୍ରୀ ନାୟକଙ୍କ ହାତମୁଠାକୁ ଟାଣ କରୁଛନ୍ତି।

ଏହି ପରିପ୍ରେକ୍ଷୀରେ ବଡ଼ଚଣା ନିର୍ବାଚନ ମଣ୍ଡଳୀର ରାଧାଦେଇପୁର ଗ୍ରାମପଞ୍ଚାୟତ ବିଦ୍ୟାଧରପୁର, ବିଲିକଣା ଓ ରାଧାଦେଇପୁର ଗ୍ରାମମାନଙ୍କରୁ ଏକାଧିକ ବିଜୁ ଜନତା ଦଳର ଶତାଧିକ କର୍ମକର୍ତ୍ତା ଆଜି ବିଜୁ ଜନତା ଦଳ ଛାଡ଼ି ନରେନ୍ଦ୍ର ମୋଦିଙ୍କ ସୁଶାସନ ଓ ବଡ଼ଚଣା ନିର୍ବାଚନମଣ୍ଡଳି ବିଜେପି ବିଧାୟକ ପ୍ରାର୍ଥୀ ଅମର ନାୟକଙ୍କ ଦୃଢ଼ ନେତୃତ୍ବ ଉପରେ ଆସ୍ଥା ପ୍ରକଟ କରି ଚଣ୍ଡିଖୋଲ ସ୍ଥିତ ପାର୍ଟି କାର୍ଯ୍ୟାଳୟ ଠାରେ ଭାରତୀୟ ଜନତା ପାର୍ଟିରେ ବିଧିବଦ୍ଧ ଭାବେ ସାମିଲ ହୋଇଛନ୍ତି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା