Masthead

ଏମିତ ବି ଆସେ ମୃତ୍ୟୁ..

ଶବଦାହ କରିବାକୁ ଯାଇ ଶବ ପାଲଟିଗଲେ ୧୯ ଜଣ

ଉତ୍ତରପ୍ରଦେଶ/ଗାଜିଆବାଦ(ବଡ଼ ଖବର): ଶବଦାହ କରିବାକୁ ଯାଇ ନିଜେ ହୋଇଗଲେ ଶବ । ଉତ୍ତରପ୍ରଦେଶ ନିକଟସ୍ଥ ଗାଜିଆବାଦରୁ ଆସିଛି ଏଭଳି ହୃଦୟ ବିଦାରକ ଘଟଣା । ଶ୍ମଶାନ ଛାତ ଭୁଷୁଡିବାରୁ ୧୯ଜଣଙ୍କ ମୃତ୍ୟୁ ହୋଇଛି । ମୃତ୍ୟୁ ସଂଖ୍ୟା ଆହୁରି ବଢ଼ିବା ନେଇ ଆଶଙ୍କା କରାଯାଉଛି । ୨୦ରୁ ଉଦ୍ଧ୍ୱର୍ଲୋକ ଗୁରୁତର ଆହତଙ୍କୁ କରାଯାଇଛି ଉଦ୍ଧାର  । ଭଙ୍ଗାଛାତ ତଳେ ଚାପି ହୋଇ ରହିଛନ୍ତି ଲୋକ । ପୋଲିସ, ଅଗ୍ନିଶମ କର୍ମଚାରୀ ଓ ଓଡ୍ରାଫ ଟିମ୍ ଘଟଣାସ୍ଥଳରେ ପହଞ୍ଚି ଉଦ୍ଧାର କାର୍ୟ୍ୟ ଜାରି ରଖିଛନ୍ତି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 କଂଗ୍ରେସକୁ ଫିନିସ୍‌ କରିବାକୁ ବିଜେଡି ସବୁବେଳେ ଷଡ଼ଯନ୍ତ୍ରରେ ରହିଛି: ସୋଫିଆ ଫିର୍ଦ୍ଦୋଷ 🔴 ବିଜେପି ଘୋଡ଼ା ବେପାର କରୁଛି: ନବୀନ ପଟ୍ଟନାୟକ 🔴 ରୋଗୀଙ୍କୁ ଲାତ, ଗୋଇଠା ମାରିଲେ ମହିଳା ଡାକ୍ତର 🔴 ଇରାନର କ୍ରାଉନ୍ ଜୁଏଲ୍ ଖାର୍ଗ ଦ୍ବୀପରେ ଆମେରିକାର ଆକ୍ରମଣ 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 କଂଗ୍ରେସକୁ ଫିନିସ୍‌ କରିବାକୁ ବିଜେଡି ସବୁବେଳେ ଷଡ଼ଯନ୍ତ୍ରରେ ରହିଛି: ସୋଫିଆ ଫିର୍ଦ୍ଦୋଷ 🔴 ବିଜେପି ଘୋଡ଼ା ବେପାର କରୁଛି: ନବୀନ ପଟ୍ଟନାୟକ 🔴 ରୋଗୀଙ୍କୁ ଲାତ, ଗୋଇଠା ମାରିଲେ ମହିଳା ଡାକ୍ତର 🔴 ଇରାନର କ୍ରାଉନ୍ ଜୁଏଲ୍ ଖାର୍ଗ ଦ୍ବୀପରେ ଆମେରିକାର ଆକ୍ରମଣ 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ