Masthead

ରାତି ୯ରେ ‘ବଡ଼ ଖବର’

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ବରିଷ୍ଠ ସାମ୍ବାଦିକ ଅର୍ଦ୍ଧେନ୍ଦୁ ଦାସଙ୍କ ‘ବଡ ଖବର’ ଏଣିକି ଆପଣଙ୍କ ପାଖରେ ପହଞ୍ଚିବ । ଶୁଭିବ ସାଧାରଣ ଜନତାର ସ୍ୱର । ନିଷ୍ପେସିତ ମଣିଷର ଅକୁହା କଥା ବାଜିବ ଆପଣଙ୍କ କାନରେ । ନିରୀହ ଅବହେଳିତ ଜନତାର ହୃଦୟର ବ୍ୟଥା ଲାଘବ ହେବ । କୌଣସି ଚାପରେ ଦବିଯିବ ନାହିଁ ‘ବଡ଼ ଖବର’ ।
ଦୀର୍ଘ ବର୍ଷ ଧରି ଲୋକଙ୍କ ଆପଣାର ହୋଇଥିବା ‘ବଡ଼ ଖବର’ ଏବେ ରାତି ୯ଟାରେ ‘ବଡ଼ ଖବର’ ସ୍ୟାଟେଲାଇଟ୍ ୨୪ ଘଣ୍ଟିଆ ଓଡ଼ିଆ ନ୍ୟୁଜ ଚ୍ୟାନେଲରେ ପ୍ରସାରଣ କରାଯିବ । ସୋମବାରଠାରୁ ଶୁକ୍ରବାର ପର୍ଯ୍ୟନ୍ତ ଏହା ପ୍ରସାରିତ ହେବ ।
ଆଜିଠାରୁ ଆରମ୍ଭ ହେଉଛି ଏହି ଲୋକପ୍ରିୟ କାର୍ଯ୍ୟକ୍ରମ । ଆଶା ପୂର୍ବଭଳି ଏହା ଜନାଦୃତ ହେବ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା