Masthead

କୋର୍ଟ ଯିବ ବଡ଼ ଖବର

(ବଡ଼ ଖବର ବ୍ୟୁରୋ): କୋଭିଡ ମୃତ୍ୟୁକୁ ନେଇ ଦିନକୁ ଦିନ ସନ୍ଦେହ ବଢୁଛି । ରାଜ୍ୟ ସରକାରଙ୍କ ଉପରେ ଲୋକଙ୍କ ସନ୍ଦେହ ବଢୁଛି। ସରକାର ତଥ୍ୟ ଲୁଚାଉ ନାହାନ୍ତି ତ? ଏଭଳି ଦ୍ୱନ୍ଦ୍ୱ ଲାଗି ରହିଛି । ସେପଟେ ସୁପ୍ରିମକୋର୍ଟଙ୍କ ନିର୍ଦ୍ଦେଶରେ ୬ ସପ୍ତାହ ମଧ୍ୟରେ କେନ୍ଦ୍ର ସରକାର ସହାୟତା ନିଶ୍ଚୟ ଦେବେ । କିନ୍ତୁ ରାଜ୍ୟରେ କୋଭିଡ ମୃତ୍ୟୁକୁ ନେଇ ସରକାର ସ୍ପଷ୍ଟ କରୁନଥିବାରୁ ଆତ୍ମୀୟସ୍ୱଜନଙ୍କୁ ହରାଇଥିବା ପରିବାର କେନ୍ଦ୍ରୀୟ ସହାୟତାରୁ ବଞ୍ଚିତ ହୋଇପାରନ୍ତି ।

ଲୋକଙ୍କ ଚ୍ୟାନେଲ ବଡ଼ ଖବର ଏଥିପାଇଁ ଆଗେଇ ଆସିଛି । ହ୍ୱାଟ୍ସଅପ୍ ନମ୍ବର ୯୯୩୮୯୦୦୫୬୯ କୁ କୋଭିଡରେ ମୃତ ପ୍ରିୟଜନଙ୍କ ତଥ୍ୟ ପଠାନ୍ତୁ । ଅସଲ ସଂଖ୍ୟାକୁ ଧରି କୋର୍ଟ ଯିବ ବଡ଼ ଖବର । କେନ୍ଦ୍ରୀୟ ସହାୟତା ପାଇବାରେ ଗୋଟିଏ ବି ପରିବାର ଯେପରି ବଞ୍ଚିତ ନହୁଅନ୍ତି ବଡ଼ ଖବରର ଲକ୍ଷ୍ୟ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଆଇଇଡି ବିସ୍ଫୋରଣରେ ଉଡ଼ିଲା ରେଳ ଟ୍ରାକ୍ 🔴 କଙ୍ଗାରୁ କୋର୍ଟ ପାଇଁ ଜୀବନ ହାରିଲା ପରିବାର 🔴 ଆଜି ଭାରତ-ଇୟୁ ମଧ୍ୟରେ ବଡ଼ ଡ଼ିଲ୍ 🔴 ସାଧାରଣତନ୍ତ୍ର ଦିବସରେ ମୁଖ୍ୟମନ୍ତ୍ରୀଙ୍କ ସମ୍ବୋଧନ 🔴 ଦେଶ ପାଳୁଛି ୭୭ତମ ସାଧାରଣତନ୍ତ୍ର ଦିବସ 🔴 ଜୀବନ ଯୁଦ୍ଧରେ ହାରିଗଲେ ଅଭିଜିତ ମଜୁମଦାର 🔴 ଆହୁରି ବଢିବ ରାତି ତାପମାତ୍ରା 🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ଆଇଇଡି ବିସ୍ଫୋରଣରେ ଉଡ଼ିଲା ରେଳ ଟ୍ରାକ୍ 🔴 କଙ୍ଗାରୁ କୋର୍ଟ ପାଇଁ ଜୀବନ ହାରିଲା ପରିବାର 🔴 ଆଜି ଭାରତ-ଇୟୁ ମଧ୍ୟରେ ବଡ଼ ଡ଼ିଲ୍ 🔴 ସାଧାରଣତନ୍ତ୍ର ଦିବସରେ ମୁଖ୍ୟମନ୍ତ୍ରୀଙ୍କ ସମ୍ବୋଧନ 🔴 ଦେଶ ପାଳୁଛି ୭୭ତମ ସାଧାରଣତନ୍ତ୍ର ଦିବସ 🔴 ଜୀବନ ଯୁଦ୍ଧରେ ହାରିଗଲେ ଅଭିଜିତ ମଜୁମଦାର 🔴 ଆହୁରି ବଢିବ ରାତି ତାପମାତ୍ରା 🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ