Masthead

କୋର୍ଟ ଯିବ ବଡ଼ ଖବର

(ବଡ଼ ଖବର ବ୍ୟୁରୋ): କୋଭିଡ ମୃତ୍ୟୁକୁ ନେଇ ଦିନକୁ ଦିନ ସନ୍ଦେହ ବଢୁଛି । ରାଜ୍ୟ ସରକାରଙ୍କ ଉପରେ ଲୋକଙ୍କ ସନ୍ଦେହ ବଢୁଛି। ସରକାର ତଥ୍ୟ ଲୁଚାଉ ନାହାନ୍ତି ତ? ଏଭଳି ଦ୍ୱନ୍ଦ୍ୱ ଲାଗି ରହିଛି । ସେପଟେ ସୁପ୍ରିମକୋର୍ଟଙ୍କ ନିର୍ଦ୍ଦେଶରେ ୬ ସପ୍ତାହ ମଧ୍ୟରେ କେନ୍ଦ୍ର ସରକାର ସହାୟତା ନିଶ୍ଚୟ ଦେବେ । କିନ୍ତୁ ରାଜ୍ୟରେ କୋଭିଡ ମୃତ୍ୟୁକୁ ନେଇ ସରକାର ସ୍ପଷ୍ଟ କରୁନଥିବାରୁ ଆତ୍ମୀୟସ୍ୱଜନଙ୍କୁ ହରାଇଥିବା ପରିବାର କେନ୍ଦ୍ରୀୟ ସହାୟତାରୁ ବଞ୍ଚିତ ହୋଇପାରନ୍ତି ।

ଲୋକଙ୍କ ଚ୍ୟାନେଲ ବଡ଼ ଖବର ଏଥିପାଇଁ ଆଗେଇ ଆସିଛି । ହ୍ୱାଟ୍ସଅପ୍ ନମ୍ବର ୯୯୩୮୯୦୦୫୬୯ କୁ କୋଭିଡରେ ମୃତ ପ୍ରିୟଜନଙ୍କ ତଥ୍ୟ ପଠାନ୍ତୁ । ଅସଲ ସଂଖ୍ୟାକୁ ଧରି କୋର୍ଟ ଯିବ ବଡ଼ ଖବର । କେନ୍ଦ୍ରୀୟ ସହାୟତା ପାଇବାରେ ଗୋଟିଏ ବି ପରିବାର ଯେପରି ବଞ୍ଚିତ ନହୁଅନ୍ତି ବଡ଼ ଖବରର ଲକ୍ଷ୍ୟ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ପାର୍ବଣ ପୂର୍ବରୁ ବ୍ରହ୍ମପୁର ନିମଖଣ୍ଡିରେ ଚାଞ୍ଚଲ୍ୟ 🔴 ତେଲ ଟ୍ୟାଙ୍କରରେ ଗୋରୁ ଚାଲାଣ, ମାଡ଼ି ବସିଲା ପୋଲିସ 🔴 ଆସୁଛି ଲଘୁଚାପ, ବଦଳିପାରେ ପାଗ 🔴 ଏସୀୟ କ୍ରୀଡ଼ା; ସ୍ୱର୍ଣ୍ଣ ପଦକ ପାଇଁ ମୁହାଁମୁହିଁ ହେବେ ଭାରତ-ପାକିସ୍ତାନ 🔴 ୪ରୁ ରାଜ୍ୟରେ ବଢ଼ିବ ଓମ୍‌ଫେଡ୍ କ୍ଷୀର ଦର 🔴 ୧୩ରେ ଲଘୁଚାପ, ୧୫ରେ ଅବପାତ ସମ୍ଭାବନା 🔴 ପାର୍ବଣ ଆରମ୍ଭରୁ ମହଙ୍ଗା ମାଡ଼; ବଢ଼ିଲା କମର୍ସିଆଲ LPG ସିଲିଣ୍ଡରର ଦର 🔴 ଲସ୍କର-ଏ-ତୋଏବାର ଆତଙ୍କୀ ମହମ୍ମଦ ଆସିଫ ନିହତ 🔴 ଭକ୍ତଙ୍କ ପାଇଁ ଖୋଲିଲା ଶ୍ରୀଗୁଣ୍ଡିଚା ମନ୍ଦିର; ୩ ଦିନ ସମ୍ପୂର୍ଣ୍ଣ ମାଗଣା ଦର୍ଶନ 🔴 ନବନିର୍ମାଣ କୃଷକ ସଂଗଠନର ୧୨ ଘଣ୍ଟିଆ ଓଡ଼ିଶା ବନ୍ଦ ଡାକରା 🔴 ପାର୍ବଣ ପୂର୍ବରୁ ବ୍ରହ୍ମପୁର ନିମଖଣ୍ଡିରେ ଚାଞ୍ଚଲ୍ୟ 🔴 ତେଲ ଟ୍ୟାଙ୍କରରେ ଗୋରୁ ଚାଲାଣ, ମାଡ଼ି ବସିଲା ପୋଲିସ 🔴 ଆସୁଛି ଲଘୁଚାପ, ବଦଳିପାରେ ପାଗ 🔴 ଏସୀୟ କ୍ରୀଡ଼ା; ସ୍ୱର୍ଣ୍ଣ ପଦକ ପାଇଁ ମୁହାଁମୁହିଁ ହେବେ ଭାରତ-ପାକିସ୍ତାନ 🔴 ୪ରୁ ରାଜ୍ୟରେ ବଢ଼ିବ ଓମ୍‌ଫେଡ୍ କ୍ଷୀର ଦର 🔴 ୧୩ରେ ଲଘୁଚାପ, ୧୫ରେ ଅବପାତ ସମ୍ଭାବନା 🔴 ପାର୍ବଣ ଆରମ୍ଭରୁ ମହଙ୍ଗା ମାଡ଼; ବଢ଼ିଲା କମର୍ସିଆଲ LPG ସିଲିଣ୍ଡରର ଦର 🔴 ଲସ୍କର-ଏ-ତୋଏବାର ଆତଙ୍କୀ ମହମ୍ମଦ ଆସିଫ ନିହତ 🔴 ଭକ୍ତଙ୍କ ପାଇଁ ଖୋଲିଲା ଶ୍ରୀଗୁଣ୍ଡିଚା ମନ୍ଦିର; ୩ ଦିନ ସମ୍ପୂର୍ଣ୍ଣ ମାଗଣା ଦର୍ଶନ 🔴 ନବନିର୍ମାଣ କୃଷକ ସଂଗଠନର ୧୨ ଘଣ୍ଟିଆ ଓଡ଼ିଶା ବନ୍ଦ ଡାକରା